Posted inଖେଳ

ଦିଲ୍ଲୀ ସହ ମୁମ୍ବାଇ ଫାଇନାଲ ମୁକାବିଲା: କେଉଁଠି, କିଭଳି ଦେଖିବେ ଏହି ମ୍ୟାଚ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌ର-୨୦୨୦)ର ଅନ୍ତିମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଫାଇନାଲ ଟିକେଟ ପାଇଥିଲା। ଅପରପକ୍ଷେ ଦିଲ୍ଲୀ ଦଳ ଦ୍ୱିତୀୟ ଯୋଗ୍ୟତା ପର୍ଯ୍ୟାୟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଫଳରେ ଆଜିର ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ-ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ଗୋଟିଏ ପଟେ ସର୍ବାଧିକ ଟାଇଟଲ ଜିତିଥିବା ମୁମ୍ବାଇ ଦଳ ମ୍ୟାଚ୍‌ ଜିତିବାକୁ ଚେଷ୍ଟା କରିବା ବେଳେ ପ୍ରଥମ ଥର ପାଇଁ ଫାଇନାଲ ଖେଳୁଥିବା ଦିଲ୍ଲୀ ରେକର୍ଡ ହାସଲ ଲକ୍ଷ୍ୟରେ ରହିବ ବୋଲି କୁହାଯାଉଛି।

ଟୁର୍ନାମେଣ୍ଟରେ ସର୍ବକନିଷ୍ଠ ଅଧିନାୟକ ଶ୍ରେୟସ୍‌ ଆୟର ଦିଲ୍ଲୀର ମଙ୍ଗ ଧରିଥିବା ବେଳେ ଅଭିଜ୍ଞ ତଥା ସଫଳ ଅଧିନାୟକ ରୋହିତ ଶର୍ମା ମୁମ୍ବାଇ ନେତୃତ୍ୱ ନେବେ। ତେବେ ଏହି ବଡ ମ୍ୟାଚ୍‌ ଆପଣ କେଉଁଠି ଏବଂ କେବେ ଦେଖିପାରିବେ ଆସନ୍ତୁ ଜାଣିବା।

-ଫାଇନାଲ ମ୍ୟାଚ୍‌ ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ମଙ୍ଗଳବାର ଭାରତୀୟ ସମୟ ୭.୩୦ରେ ଆରମ୍ଭ ହେବ। ଏହାକୁ ଆପଣ ଭାରତରେ ଷ୍ଟାର ସ୍ପୋଟ୍ସ ନେଟଓ୍ବାର୍କର ସମସ୍ତ ଚ୍ୟାନେଲରେ ଦେଖିପାରିବେ। ଅନ୍‌ଲାଇନ୍‌ ଅପ୍‌ଡେଟ୍‌, ସ୍କୋରବୋର୍ଡ ଏବଂ ଅନ୍ୟାନ୍ୟ ସୂଚନା ପାଇଁ ଆଇପିଏଲ୍‌ ୨୦୨୦ ପେଜ୍‌କୁ ମଧ୍ୟ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri