Posted inଖେଳ

ଏମ୍‌ଆଇ ବନାମ ଆର୍‌ସିବି: ଆଇପିଏଲ୍‌ର ଏହି ରୋମାଞ୍ଚକର ପ୍ରଥମ ମୁକାବିଲାକୁ କେବେ, କେଉଁଠି ଦେଖିବେ; ଜାଣନ୍ତୁ…

ନୂଆଦିଲ୍ଲୀ,୮।୪: ଆଉ ଗୋଟିଏ ଦିନର ଅପେକ୍ଷା। ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧। ଶୁକ୍ରବାର ପ୍ରଥମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଭେଟିବ। ସିଜିନ-୧୪ର ପ୍ରଥମ ମ୍ୟାଚ୍‌ରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ମଧ୍ୟରେ ଟକ୍କର ହେବାକୁ ଯାଉଥିବାରୁ ଏହା ବେଶ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ତେବେ ଏହି ମ୍ୟାଚ୍‌କୁ କେବେ ଏବଂ କେଉଁଠି ଦେଖିବେ ଆସନ୍ତୁ ଜାଣିବା…

କେବେ ଖେଳାଯିବ: ଏମ୍‌ଆଇ ଏବଂ ଆର୍‌ସିବି ମଧ୍ୟରେ ମ୍ୟାଚ୍‌ ଏପ୍ରିଲ ୯ ଶୁକ୍ରବାର ଖେଳାଯିବ।

କେତେବେଳେ ଆରମ୍ଭ ହେବ: ଶୁକ୍ରବାର ଅପରାହ୍ନ ୭.୩୦ରୁ ଆରମ୍ଭ ହେବ।

କେଉଁ ମଇଦାନରେ ଖେଳାଯିବ: ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯିବ।

କେଉଁଠି ଦେଖିବେ: ଆଇପିଏଲ୍‌ର ଏହି ପ୍ରଥମ ମୁକାବିଲା ଷ୍ଟାର ସ୍ପୋଟ୍ସର ନେଟଓ୍ବାର୍କର ସମସ୍ତ ଚ୍ୟାନେଲରେ ଦେଖିପାରିବେ। ହିନ୍ଦୀରେ କମେଣ୍ଟ୍ରି ଚାହୁଁଥିବା ଲୋକ ଷ୍ଟାର ସ୍ପୋଟ୍ସ ହିନ୍ଦିରେ ମ୍ୟାଚ୍‌ ଦେଖିପାରିବେ।

ଅନ୍‌ଲାଇନ୍‌ରେ ଲାଇଭ୍‌ ଷ୍ଟିମିଂ କେଉଁଠୁ ଦେଖିବେ: ଆଇପିଏଲ୍‌ର ପ୍ରଥମ ମୁକାବିଲା ଷ୍ଟାର ସ୍ପୋଟ୍ସ ନେଟଓ୍ବାର୍କର ଡିଜିଟାଲ ପ୍ଲାଟଫର୍ମରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri