Posted inଖେଳ

ଶୁକ୍ରବାର ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ମ୍ୟାଚ୍‌: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ..

ସିଡନୀ,୨୬।୧୧: କରୋନା ମହାମାରୀ କାରଣରୁ ଦୀର୍ଘ ୯ ମାସ ଧରି ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ଦୂରରେ ରହିବା ପରେ ଏବେ ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ୍‌ ଖେଳିବେ ଭାରତୀୟ ଖେଳାଳି। ବିରାଟ କୋହଲୀଙ୍କ ଅଧନାୟକତ୍ୱରେ ଭାରତୀୟ ଟିମ୍‌ ଶୁକ୍ରବାର ପ୍ରଥମ ମ୍ୟାଚ୍‌ ଖେଳିବ। ୩ ଏକଦିବସୀୟ ସିରିଜ୍‌ ପରେ ତିନି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ ଖେଳିବେ ଉଭୟ ଟିମ୍‌। ଏହାପରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଖେଳାଯିବ। ନିକଟରେ ଆଇପିଏଲ୍‌ ସରିଥିବାରୁ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି।

କେବେ ଖେଳାଯିବ ପ୍ରଥମ ମ୍ୟାଚ୍‌:
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୨୭ ନଭେମ୍ବର ୨୦୨୦(ଶୁକ୍ରବାର) ଦିନ ପ୍ରଥମ ମ୍ୟାଚ୍‌ ଖେଳାଯିବ।

କେଉଁଠି ଖେଳାଯିବ:
ସିଡନୀରେ ପ୍ରଥମ ମ୍ୟାଚ୍‌ ଖେଳାଯିବ।

ମ୍ୟାଚ୍‌ ସମୟ:
ଭାରତୀୟ ସମୟାନୁସାରେ ସକାଳ ୮ଟାରେ ପ୍ରଥମ ମ୍ୟାଚ୍‌ ଆରମ୍ଭ ହେବ।

କେଉଁ ଚ୍ୟାନେଲରେ ଦେଖିପାରିବେ?
ଭାରତୀ-ଅଷ୍ଟ୍ରେଲିଆ ମ୍ୟାଚ୍‌ର ଲାଇଭ୍‌ ପ୍ରସାରଣ ସୋନି ସିକ୍ସ, ସୋନି ଟେନ୍‌-୧, ସୋନି ଟେନ୍‌-୩ ଚ୍ୟାନେଲରେ ଦେଖିପାରିବେ। ଏହାଛଡ଼ା ଡିଡି ସ୍ପୋଟ୍ସରେ ମଧ୍ୟ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳର ଏହି ଖେଳାଳି ହେବେ ଭବିଷ୍ୟତର କୋହଲି

ନୂଆଦିଲ୍ଲୀ, ୬।୬: ୨୦୧୯ କ୍ରିକେଟ ବିଶ୍ୱକପ୍‌ ଖେଳିବା ପାଇଁ ଭାରତୀୟ ଦଳ ଏବେ ଇଂଲଣ୍ଡରେ ଅଛି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳି ଜିତି...

ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ...

ସାତ୍ତ୍ୱିକ-ଚିରାଗ ସେମିଫାଇନାଲରେ ହାରିଲେ

ଫୁଝୋ, ୧୦ା୧୧ (ପି.ଟି.)-ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ବିଶ୍ୱର ୯ନମ୍ବର...

‘ଗାଙ୍ଗୁଲିଙ୍କୁ ମୁଣ୍ଡ ଖେଳାଇବାର ଆବଶ୍ୟକତା ନ ଥିଲା’

ମୁମ୍ବାଇ,୨୩।୧୨: “ବିରାଟ କୋହଲିଙ୍କ ନେତୃତ୍ୱ ଉପରେ ଚୟନକର୍ତ୍ତାଙ୍କ ପାଇଁ ମନ୍ତବ୍ୟ ଦେବା ଲାଗି ସୌରଭ ଗାଙ୍ଗୁଲି କେହି ନୁହଁନ୍ତି। ସେ ବିସିସିଆଇ ସଭାପତି। ଦଳ ଚୟନ...

ସେମିଫାଇନାଲରେ ଜୋକୋଭିଚ୍‌

ପ୍ୟାରିସ, ୯।୧୦(ଏପି)-ବାମ ହାତରେ ଯନ୍ତ୍ରଣା ସତ୍ତ୍ୱେ ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସ୍ଲୋ...

ଦୌଡି ଦୌଡି ଯାଇ ଏହି ବ୍ୟକ୍ତିଙ୍କ ହାତରେ ଟ୍ରଫି ଧରାଇଲେ ରୋହିତ ଶର୍ମା

ଧର୍ମଶାଳା,୨୮।୨: ଶ୍ରୀଲଙ୍କା ବିପକ୍ଷରେ ଟି-୨୦ ସିରିଜରେ ଭାରତ ୩-୦ କ୍ଲିନ ସୁଇପ କରିଛି। ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ଭାରତ ଭ୍ରମଣକାରୀ ଦଳକୁ ୬...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ଶୁଭାରମ୍ଭ କରିବେ ଅମିତ ଶାହା

ଚଣ୍ଡିଗଡ଼, ୩ା୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ପଞ୍ଚକୁଲାଠାରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ-୨୦୨୧ର ଶୁଭାରମ୍ଭ କରିବେ। ଏହା ଜୁନ୍‌ ୧୩ ପର୍ଯ୍ୟନ୍ତ...

ଚେସ୍‌ ଅଲିିମ୍ପିଆଡ୍‌: ମଙ୍ଗୋଲିଆ ସହ ଡ୍ର ରଖିଲା ଭାରତ

ଚେନ୍ନାଇ, ୨୩ା୮ (ପି.ଟି.)-ଫିଡେ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡ୍‌ରେ ଚାଇନା ପୁଲ୍‌ ଏ’ରେ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ମଙ୍ଗୋଲିଆ ବିପକ୍ଷ ମ୍ୟାଚକୁ ଭାରତ...

Advertisement
Archives

Model This Week