Posted inଜାତୀୟ

ଲାଲୁଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ମମତା

ପାଟନା,୨୨।୬: ବିହାରର ରାଜଧାନୀ ପାଟନାରେ ଶୁକ୍ରବାର ବିରୋଧୀ ଦଳର ଏକ ବୈଠକ ହେବାକୁ ଯାଉଛି। ଅନେକ ଦଳର ନେତା ଏହି ବୈଠକରେ ସାମିଲ ହେବେ। ବୈଠକରେ ଯୋଗଦେବା ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଟିଏମସି ନେତା ଅଭିଷେକ ବାନାର୍ଜୀ ବୁଧବାର ପାଟନାରେ ପହଞ୍ଚିଛନ୍ତି। ପାଟନାରେ ମମତା ବାନାର୍ଜୀ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ, ତାଙ୍କ ପତ୍ନୀ ରାବ୍ରି ଦେବୀ ଏବଂ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଭେଟିଛନ୍ତି। ଏହି ସମୟରେ ରାବ୍ରି ଦେବୀ ମମତା ବାନାର୍ଜୀଙ୍କୁ ସ୍ବାଗତ କରିଥିବାବେଳେ ମମତା ବାନାର୍ଜୀ ଲାଲୁ ଯାଦବଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ ମମତା କହିଛନ୍ତି, ଶୁକ୍ରବାର ପାଟନାରେ ହେବାକୁ ଥିବା ବିରୋଧୀ ଦଳ ବୈଠକ ଗଠନମୂଳକ ହେବ ଏବଂ ଦେଶକୁ ବିନାଶରୁ ରକ୍ଷା କରିବା ପାଇଁ ଆଗାମୀ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ଦଳକୁ ପରାସ୍ତ କରିବାକୁ ପଡ଼ିବ।

 


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri