Posted inଖେଳ

ସେକ୍ସ ପାଇଁ ଟିମ୍‌ ଇଣ୍ଡିଆର ଖେଳାଳିଙ୍କୁ କୁହାଯାଇଥିଲା

ନୂଆଦିଲ୍ଲୀ,୨।୭: ୨୦୧୧ ବିଶ୍ୱକପ୍‌ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ସେକ୍ସ କରିବାକୁ ଦିଆଯାଇଥିଲା ପରାମର୍ଶ। ସେତେବେଳର ଟିମ୍‌ ଇଣ୍ଡିଆର ମେଣ୍ଟାଲ କଣ୍ଡିସନିଂ କୋଚ୍‌ ପାଡି ଅପଟନ ଏ ସମ୍ପର୍କରେ ତାଙ୍କ ଆତ୍ମଜୀବନୀ ‘ଦି ବେୟାରଫୁଟ୍‌ କୋଚ୍‌’ରେ ଉଲ୍ଲେଖ କରିଛନ୍ତି।

ସେକ୍ସ ପାଇଁ ଭାରତୀୟ ଖେଳାଳିଙ୍କୁ ସେ ପରାମର୍ଶ ଦେଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଉଠିଥିଲେ ସେତେବେଳର ମୁଖ୍ୟ କୋଚ୍‌ ଗ୍ୟାରି କର୍ଷ୍ଟନ। ଏହାପରେ ତାଙ୍କୁ ଭୁଲ ମାଗିବାକୁ ପଡ଼ିଥିବା ମଧ୍ୟ ଆତ୍ମଜୀବନୀରେ ସେ ଉଲ୍ଲେଖ କରିଛନ୍ତି।

୨୦୦୯ ଚାମ୍ପିୟନ୍ସ ଟ୍ରଫି ପାଇଁ ପ୍ରସ୍ତୁତିବେଳେ ସେ ପ୍ରତ୍ୟେକ ଖେଳାଳିଙ୍କ ଲାଗି ନୋଟ୍ସ ପ୍ରସ୍ତୁତ କରିଥିଲେ। ସେଥିରେ ଜଣାଇଥିଲେ ସେକ୍ସର ସବିଶେଷ ଫାଇଦା ସମ୍ପର୍କରେ। ଖେଳାଳିଙ୍କ ନିମନ୍ତେ ପ୍ରସ୍ତୁତ ନୋଟ୍‌ରେ ପାଡି ଉଲ୍ଲେଖ କରିଥିଲେ, ସେକ୍ସ ଦ୍ୱାରା ପ୍ରଦର୍ଶନରେ ଉନ୍ନତି ଆସେ କି? ହଁ, ଏହା କାମ କରେ। ଏହା ଛଡ଼ା ଅପଟନ ନିଜ ଆତ୍ମଜୀବନୀରେ ବିଭିନ୍ନ ବିଷୟରେ ଲେଖିଛନ୍ତି। ରାହୁଲ ଡ୍ରାଭିଡ୍‌ଙ୍କ ଠାରୁ ଆରମ୍ଭ କରି ମହେନ୍ଦ୍ର ସିଂ ଧୋନୀଙ୍କ ସାନ୍ତ ସ୍ବଭାବ ପାଇଁ ଏକଦା ପୂର୍ବତନ ପେସର ଏସ୍‌. ଶ୍ରୀସାନ୍ଥ ଗାଳି କରିଥିବା ମଧ୍ୟ ଅପଟନ ଉଲ୍ଲେଖ କରିଛନ୍ତି ‘ଦି ବେୟାରଫୁଟ୍‌ କୋଚ୍‌’ରେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri