Posted inଖେଳ

ଏହି ଭାରତୀୟ କ୍ରିକେଟରଙ୍କ ପାଇଁ ପ୍ରଶଂସକଙ୍କୁ ଜବାବ୍‌ ଦେଇଥିଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ, ୧୯।୧: ଭାରତ ଏବଂ ପାକିସ୍ଥାନ ମଧ୍ୟରେ ସବୁବେଳେ ଶକ୍ତ ପ୍ରତିଯୋଗିତା ହୋଇଥାଏ। ଏହି ମ୍ୟାଚ ଦେଖିବାକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। କାରଣ ଭାରତ-ପାକିସ୍ତାନ ମ୍ୟାଚରେ ଉଭୟ ଦେଶର ଖେଳ ପ୍ରେମିମାନେ ଉପସ୍ଥିତ ହୋଇଥାନ୍ତି। ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଏକ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥାଏ। କିନ୍ତୁ ପଡ଼ିଆ ବାହାରେ ସେମାନଙ୍କ ଗଭୀର ବନ୍ଧୁତ୍ୱ ରହିଥାଏ। ଏମିତି ଅନେକ ଘଟଣା ଦେଖିବାକୁ ମିଳିଛି, ପଡ଼ିଆରେ ଖେଳାଳିଙ୍କ ମଧ୍ୟରେ ବହୁତ ଟେନସନ ହୋଇଥିଲା, କିନ୍ତୁ ସେମାନଙ୍କ ବନ୍ଧୁତା ବାହାରେ ପ୍ରଭାବିତ ହୋଇନଥିଲା ।

୧୯୯୭ରେ ଯେତେବେଳେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନ ଏବଂ ପାକିସ୍ତାନର ପୂର୍ବତନ ଅଧିନାୟକ ଇନ୍‌ଜାମାମ-ଉଲ-ହକଙ୍କ ମଧ୍ୟରେ ଏକ ଗଭୀର ବନ୍ଧୁତ୍ୱ ଦେଖିବାକୁ ମିଳିଥିଲା।
ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାକର ୟୁନିସ ୧୯୯୭ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଏକ ମ୍ୟାଚକୁ ମନେ ପକାଇ କହିଥିଲେ, ଇଞ୍ଜାମାମ୍‌ଙ୍କ ବିପକ୍ଷରେ ପଡ଼ିଆରେ ‘ଆଲୁ … ଆଲୁ’ ସ୍ଲୋଗାନ ଦେଇଥିଲେ। ଏହି ସମୟରେ ଇନଜାମ ନିଜ କ୍ରୋଧକୁ ସମ୍ଭାଳି ନେଇଥିଲେ। କିନ୍ତୁ ଦର୍ଶକଙ୍କ ମଧ୍ୟରୁ ଜଣେ ପ୍ରଶଂସକ ଅଜହରଙ୍କ ପତ୍ନୀଙ୍କ ଉପରେ କିଛି ଦୁର୍ବ୍ୟବହାର କରିଥିଲେ, ଯାହାକୁ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସହି ପାରି ନ ଥିଲେ ଏବଂ ରାଗିଯାଇଥିଲା।
ୱାକର କହିଛନ୍ତି, ଭାରତ ଏବଂ ପାକିସ୍ତାନ କ୍ରିକେଟରଙ୍କ ମଧ୍ୟରେ ପଡ଼ିଆ ବାହାରେ ବହୁତ ଭଲ ସମ୍ପର୍କ ରହିଛି। ଯେତେବେଳେ ଜଣେ ପ୍ରଶଂସକ ଭାରତୀୟ କ୍ରିକେଟରଙ୍କ ପରିବାର ଉପରେ ରାଗିଯାଇଥିଲେ, ସେତେବେଳେ ପାକିସ୍ତାନୀ କ୍ରିକେଟର ପ୍ରଶଂସକଙ୍କ ସାମ୍ନା କରିଥିଲେ। ଆହୁରି ମଧ୍ୟ ସେ କହିଛନ୍ତି, ଆମେ ପଡ଼ିଆରେ ଯୁଦ୍ଧ କରୁ, କିନ୍ତୁ ଯେତେବେଳେ ସାଙ୍ଗମାନଙ୍କ କଥା ଆସେ, ଆମେ ପରସ୍ପର ଚିନ୍ତା କରୁ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?