ଓଡ଼ିଶାରେ ହେଲିକପ୍ଟର ସେବା କେବେ: ଉତ୍ତର ଦେଲାନି କେନ୍ଦ୍ର

ନୂଆଦିଲ୍ଲୀ,୧୦ା୨: ଓଡ଼ିଶାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଆହତଙ୍କୁ ଏୟାରଲିଫ୍ଟିଂ ପାଇଁ ନିରବଚ୍ଛିନ୍ନ ହେଲିକପ୍ଟର ସେବାକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେବାକୁ ଆବଶ୍ୟକ ମଣିନାହିଁ କେନ୍ଦ୍ର। ରାଜ୍ୟ ସଭାରେ ବିଜେଡି ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପ୍ରଶ୍ନକୁ ବୁଧବାର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ଏଡ଼ାଇଦେଇଛନ୍ତି। ଶୂନ୍ୟକାଳରେ ଏମ୍‌ପି ପ୍ରଶାନ୍ତ କହିଥିଲେ, କୋରାପୁଟକୁ ତୁରନ୍ତ ହେଲିକପ୍ଟର ଯୋଗାଇବା ପାଇଁ କେନ୍ଦ୍ର ସରକାରଙ୍କୁ ରାଜ୍ୟ ପକ୍ଷରୁ ଅନୁରୋଧ କରାଯାଇଛି। ହେଲିକପ୍ଟର ଦିଆଗଲେ ଏହା ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଭଳି ସର୍ବାଧିକ ମାଓବାଦୀ ପ୍ରଭାବିତ ଜିଲାରେ ଅପରେଶନ ବେଳେ ବିଶେଷ ସହାୟକ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗତ ସେପ୍ଟେମ୍ବରରେ ଆୟୋଜିତ ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଆଗରେ ଏହି ପ୍ରସଙ୍ଗ ଉଠାଇସାରିଛନ୍ତି। କେନ୍ଦ୍ର ଏହା ଉପରେ କି ପଦକ୍ଷେପ ନେଇଛି ବୋଲି ପ୍ରଶାନ୍ତ ପ୍ରଶ୍ନ କରିଥିଲେ। କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ କହିଥିଲେ, ସରକାର ଏଭଳି ଆବଶ୍ୟକତା ଥିବା ରାଜ୍ୟଗୁଡ଼ିକୁ ହେଲିକପ୍ଟର ଯୋଗାଇଦେଉଛନ୍ତି। ତେବେ ଓଡ଼ିଶାକୁ କେବେ ଦେବେ ସେନେଇ କେନ୍ଦ୍ରମନ୍ତ୍ରୀ କିଛି କହିଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri