ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବାକୁ ଯିବା ପୂର୍ବରୁ ନିଜ ଡ୍ରେସ୍‌ ଡିଜାଇନ୍‌ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ସୋସିଆଲ ମିଡିଆରେ ସକ୍ରିୟ ହେବା ଦିନଠାରୁ ତାଙ୍କୁ ନିଜ ଇନଷ୍ଟାଗ୍ରାମରେ ଲଗାତାର ପୋଷ୍ଟ କରୁଥିବା ଦେଖିବାକୁ ମିଳୁଛି। ନିକଟରେ ଇନଷ୍ଟାଗ୍ରାମରେ ନିଜର ପୁରୁଣା ଫଟୋ ପୋଷ୍ଟ କରିଥିଲେ। ପ୍ରଥମ ଥର ପାଇଁ ସେ ଜାତୀୟ ପୁରସ୍କାର ଗ୍ରହଣ କରୁଥିବାବେଳର ଏ ଫଟୋ ଶେୟାର କରି କଙ୍ଗନା ଲେଖିଛନ୍ତି, ପ୍ରଥମ ଜାତୀୟ ପୁରସ୍କାର, ଏହା ସହିତ ଜଡିତ ଅନେକ ବିଶେଷ ସ୍ମୃତି। ଏହି ସମ୍ମାନ ପାଇବାକୁ ମୁଁ କନିଷ୍ଠ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିଲି ଏବଂ ଏକ ମହିଳା କୈନ୍ଦ୍ରିକ ଚଳଚ୍ଚିତ୍ର ପାଇଁ ଜଣେ ମହିଳା ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲି। ସେ ଆହୁରି ମଧ୍ୟ କହିଛନ୍ତି, ସେଦିନ ପିନ୍ଧିଥିବା ଡ୍ରେସ୍‌ ମୁଁ ନିଜେ ଡିଜାଇନ କରିଥିଲି, କାରଣ ମୋର କିଛି ବିଶେଷ ଡ୍ରେସ୍‌ କିଣିବା ପାଇଁ ପର୍ଯ୍ୟାପ୍ତ ଅର୍ଥ ନ ଥିଲା, ସେଦିନ ଡ୍ରେସ୍‌ ଖରାପ ନ ଥିଲା … ନା ବୋଲି କଙ୍ଗନା ପ୍ରଶ୍ନ କରିଛନ୍ତି। କଙ୍ଗନା ପ୍ରତ୍ୟେକ ପ୍ରସଙ୍ଗରେ ଖୋଲାଖୋଲି ଭାବରେ ନିଜର ମତ ପ୍ରକାଶ କରୁଥିବା ଦେଖାଯାଏ। ସେ ଅନେକଥର ନିଜ ମତ ପାଇଁ ବିବାଦ ଘେରରେ ରହିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫଟୋ ଶୁଟ୍‌ କରି ଟ୍ରୋଲ ହେଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ଟ୍ୟାଲେଣ୍ଟେଡ ନାୟିକା ଦୀପିକା ପାଦୁକୋନ ଏବେ ଟ୍ରୋଲ ହେବାରେ ଲାଗିଛନ୍ତି। ନିକଟରେ ସେ ଏକ ବୋଲ୍ଡ ଫଟୋ ଶୁଟ୍‌ କରିଥିବାରୁ ଟ୍ରୋଲ୍‌ ହୋଇଥିବା...

ଆଶିକି ଗର୍ଲଙ୍କୁ ୫୧ ପୂରିଲା: ୨୯ ଦିନ କୋମାରେ ରହିବା ପରେ ପାଇଥିଲେ ନୂଆ ଜୀବନ;ଏବେ ଦେଖିଲେ ଚିହ୍ନି ବି ହେବନି !

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ଶନିବାର ନିଜର ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ସେ...

ପ୍ରିୟଙ୍କାଙ୍କ ଜନ୍ମଦିନରେ ଏମିତି ଶୁଭେଚ୍ଛା ଜଣାଇଲେ ନିକ୍‌

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଗୁରୁବାର ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ବିବାହ ପରେ ଶାଶୁଘର ଲୋକଙ୍କ ସହ ପ୍ରଥମ ଜନ୍ମଦିନ ଖୁବ୍‌ ଧୁମ୍‌ଧାମରେ ପାଳିଥିଲେ...

୩ ବିଳାସପୂର୍ଣ୍ଣ ଘର, ୯ କୋଟିର କାର୍‌ର ମାଲିକ ହେଉଛନ୍ତି ଏହି ଅଭିନେତା; ୬୮ ଲକ୍ଷ ଟଙ୍କାର ରଖିଛନ୍ତି କେବଳ ଜୋତା

ବମ୍ବେ: ବଲିଉଡ୍‌ରେ ବିଟ୍ଟୁ ଏବଂ ରେମ୍ବୋ ନାମରେ ଖ୍ୟାତ ରଣବୀର ସିଂହଙ୍କ ଆଜି ହେଉଛି ‘ହାପି ବର୍ଥ ଡେ’। ନିଜର ଫ୍ୟାଶନ ସେନ୍ସକୁ ନେଇ ସର୍ବଦା...

ରୋମାଣ୍ଟିକ କମେଡି ଫିଲ୍ମରେ ନଜର ଆସିବେ ଶ୍ରଦ୍ଧା

ମୁମ୍ବାଇ: ‘ପ୍ୟାର କା ପଞ୍ଚନାମା’, ‘ସୋନୁ କେ ଟିଟୁକି ସ୍ୱିଟି’ ଭଳି ରୋମାଣ୍ଟିକ ଓ କମେଡି ଫିଲ୍ମ ନିର୍ଦ୍ଦେଶନା ଦେଉଥିବା ନିର୍ଦ୍ଦେଶକ ଲଭ ରଞ୍ଜନଙ୍କ ଆଗାମୀ...

କମେଡି ଶୋ’ରେ ନଜର ଆସିବେ ଉର୍ମିଳା

ମୁମ୍ବାଇ: ବଲିଉଡର ରଙ୍ଗିଲା ଗର୍ଲ ଉର୍ମିଲା ମାତୋଣ୍ଡକର କିଛି ଦିନ ହେଲା ବଡ ପରଦାରୁ ଦୂରେଇ ରହିଥିବା ବେଳେ ଏବେ ସେ ରାଜନୀତିରେ ପାଦ ରଖିଛନ୍ତି...

ପ୍ରଭାସଙ୍କ ସହ ନଜର ଆସିବେ ଦୀପିକା

ମୁମ୍ବାଇ: ବାହୁବଳୀ ରିଲିଜ୍‌ ହେବା ପରେ ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଷ୍ଟାରଡମ୍‌ ସାରା ଭାରତରେ ଛାଇ ଯାଇଥିଲା। ଏହି ଫିଲ୍ମ ତାଙ୍କୁ ଇଣ୍ଟରନ୍ୟାଶନାଲ ଷ୍ଟାର ମଧ୍ୟ...

ବଡିଗାର୍ଡଙ୍କୁ ପରିବାରର ସଦସ୍ୟ ଭାବନ୍ତି ସଲମାନ: ବାର୍ଷିକ ଦରମା ଜାଣିଲେ …

ବଲିଉଡ ତାରକାଙ୍କ ସୁରକ୍ଷା ଦାୟିତ୍ୱ ତାଙ୍କ ବଡିଗାର୍ଡଙ୍କ ଉପରେ ରହିଥାଏ। ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ଭିଡ଼ ମଧ୍ୟରେ ହେଉଥିବା ଅସୁବିଧା ପର୍ଯ୍ୟନ୍ତ ସେମାନେ ତାରକାଙ୍କୁ...

Advertisement


Archives

Model This Week