ସଲମାନ୍‌ଙ୍କ ସାମ୍ନାରେ ଆଣ୍ଠେଇ ଭୋ ଭୋ ହୋଇ କାନ୍ଦିଥିଲେ କରଣ

କରଣ ଜୋହରଙ୍କ ପ୍ରଥମ ଫିଲ୍ମ ‘କୁଛ୍‌ କୁଛ୍‌ ହୋତା ହୈ’ ୧୯୯୮ରେ ରିଲିଜ୍‌ ହୋଇଥିଲା। ଏଥିରେ ପ୍ରମୁଖ ଚରିତ୍ରରେ ଶାହାରୁଖ ଖାନ୍‌, କାଜଲ ଏବଂ ରାଣୀ ମୁଖାର୍ଜୀ ଅଭିନୟ କରିଥିଲେ। ତେବେ ଏଥିରେ ସଲମାନ ଖାନ୍‌ଙ୍କର ଏକ ଅତିଥି ଚରିତ୍ର ରହିଥିଲା। ଏହି ସୁପରହିଟ୍‌ ଫିଲ୍ମ ସହ ଜଡିତ ଅନେକ କାହାଣୀ ରହିଛି।
କରଣ ଜୋହର ଚାହୁଁଥିଲେ ଯେ. ସଲମାନ ଫିଲ୍ମର ବିବାହ ଦୃଶ୍ୟ ପାଇଁ ଏକ ସୁଟ୍‌ ପିନ୍ଧନ୍ତୁ। କିନ୍ତୁ ସଲମାନ କୁହନ୍ତି, ‘ମୋର ଏଥିରେ ବହୁତ ଭଲ ଧାରଣା ଅଛି, ମୁଁ ବିବାହ ସମୟରେ ଜିନ୍ସ ଏବଂ ଟି-ସାର୍ଟ ପିନ୍ଧିବି। ଏହା ଶୁଣିବା ପରେ କରଣ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେ ଭାବନ୍ତି ଯେ ସଲମାନ ତାଙ୍କ ସହ ଥଟ୍ଟା କରୁଛନ୍ତି।
କିଛି ସମୟ ପରେ ପୁଣି କରଣ ସଲମାନଙ୍କୁ କକହିଥିଲେ, ଆପଣଙ୍କୁ ସୁଟ୍‌ ପିନ୍ଧିବାକୁ ପଡିବ। ଫିଲ୍ମ ଅନୁଯାୟୀ ଜିନ୍ସ ଚଳିବ ନାହିଁ। କିନ୍ତୁ ସଲମାନ ଏଥିପାଇଁ ମନା କରିଦେଇଥିଲେ। ଏଥିପାଇଁ କରଣ ସଲମାନ୍‌ଙ୍କୁ ମନାଇବାରେ ଥକି ପଡ଼ିବା ପରେ କାନ୍ଦିବାକୁ ଲାଗନ୍ତି। ପରେ ସଲମାନ୍‌ଙ୍କ ସାମ୍ନାରେ ଆଣ୍ଠେଇ ହାତ ଯୋଡି କୁହନ୍ତି, ଏହା ମୋର ପ୍ରଥମ ଫିଲ୍ମ, ଏହି ସୁଟ ପ୍ରକୃତରେ ଆପଣଙ୍କୁ ଭଲ ଲାଗିବ ।
କରଣଙ୍କ କାନ୍ଦ ଦେଖି ସଲମାନ ଚକିତ ହୋଇ କୁହନ୍ତି, ତୁମେ ବିରକ୍ତ ହୁଅ ନାହିଁ । ମୁଁ ଏହାକୁ ପିନ୍ଧିବି। କାନ୍ଦ ବନ୍ଦକର, ନ ହେଲେ ମୁଁ ତୁମକୁ ମାରିଦେବି ବୋଲି ସଲମାନ୍‌ କହିଥିଲେ। ଏକ ସାକ୍ଷାତକାରରେ ନିଜେ କରଣ ଏହି କଥା କହିଥିଲେ। ଏସ କହିଥିଲେ ଯେ, ମୁଁ ଜାଣିଥିଲି ସଲମାନ ଶେଷରେ ରାଜି ହେବେ, କାରଣ ତାଙ୍କର ହୃଦୟ ବହୁତ ବଡ଼ ଏବଂ ସେ ସମସ୍ତଙ୍କୁ ସାହାଯ୍ୟ କରନ୍ତି। ସେତେବେଳେ ଏହା ସବୁ ଅଦ୍ଭୁତ ଥିଲା, କିନ୍ତୁ ଏହା ମଜା ଥିଲା ବୋଲି କରଣ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri