Posted inUncategorized

ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୂର୍ବରୁ ଏହି ଖାନ୍‌ଙ୍କ ପ୍ରେମରେ ପାଗଳ ଥିଲେ କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର, ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୂର୍ବରୁ ଅନେକ କଳାକାରଙ୍କୁ ଡେଟ୍‌ କରିସାରିଛନ୍ତି। କିନ୍ତୁ ଶାହିଦ କପୁରଙ୍କ ସହ ତାଙ୍କ ସମ୍ପର୍କ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଥିଲା। ଫିଲ୍ମ ‘ଫିଦା’ର ଶୁଟିଂ ସେଟ୍‌ରୁ ଉଭୟ ପରସ୍ପରର ଅଧିକ ନିକଟତର ହୋଇଥିଲେ। ଏହି ସମୟରେ କରୀନା ସାହିଦଙ୍କୁ ନିଜ ଜୀବନଠାରୁ ମଧ୍ୟ ଅଧିକ ଭଲ ପାଉଥିଲେ। ଏପରିକି ସେ ଶାହିଦଙ୍କ ପାଇଁ ଶାକାହାରୀ ମଧ୍ୟ ହୋଇଯାଇଥିଲେ ବୋଲି କୁହାଯାଏ ।ଶାହିଦଙ୍କ ସହ ସେ ଅଧିକାଂ ସମୟ ବିତାଇବା ପାଇଁ କରୀନା ନିଜର ସମସ୍ତ ଫିଲ୍ମରେ ଶାହିଦଙ୍କୁ ନେବାକୁ ଫିଲ୍ମ ନିର୍ମାତାଙ୍କୁ କହୁଥିଲେ। ସେହିପରି ଫିଲ୍ମ ‘ଜବ୍‌ ଓ୍ବି ମିଟ୍‌’ରେ ଏହି ଯୋଡି ଏକତ୍ର କାମ କରିଥିଲେ। ଏହି ଫିଲ୍ମରେ ଫରଦିନ୍‌ ଖାନ୍‌ ମଧ୍ୟ ଅଭିନୟ କରିଥିଲେ। ଶାହିଦଙ୍କ ପୂର୍ବରୁ ଫରଦିନ୍‌ଙ୍କ ସହ ମଧ୍ୟ କରୀନାଙ୍କର ସିକ୍ରେଟ୍‌ ଆଫେୟାର ରହିଥିଲା।
ଖବର ଅନୁଯାୟୀ, କରୀନା ଫରଦିନ୍‌ଙ୍କ ପ୍ରେମରେ ପାଗଳ ପ୍ରାୟ ହୋଇପଡ଼ିଥିଲେ। ଫରଦିନ୍‌ ମଧ୍ୟ ତାଙ୍କୁ ନେଇ ବହୁତ ସିରିୟସ୍‌ ଥିଲେ। ବିବାହ ପାଇଁ ଫରଦିନ୍‌ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଥିଲେ। କିନ୍ତୁ ଏହାରି ମଧ୍ୟରେ ଶାହିଦଙ୍କ ସହ କରୀନାଙ୍କ ନିକଟତର ଦେଖି ସେ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri