ସଲମାନ୍‌, ବିବେକ ନୁହନ୍ତି, ଏହି ପ୍ରେମିକଙ୍କ ପାଇଁ ମନୀଷାଙ୍କ ସହ ଝଗଡ଼ା କରିଥିଲେ ଐଶ୍ୱର୍ଯ୍ୟା

ବଲିଉଡ୍‌ର ସବୁଠାରୁ ସୁନ୍ଦରୀ ତଥା ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଐଶ୍ୱର୍ଯ୍ୟା ରାୟ ବଚ୍ଚନ। ଐଶ୍‌ ବଚ୍ଚନ ପରିବାର ବୋହୂ ହୋଇଥିଲେ ମଧ୍ୟ ସେ ସବୁବେଳେ ବିବାଦରେ ରହିଆସିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ଐଶ୍‌ଙ୍କ ନାମ ସଲମାନ୍‌ ଖାନ୍‌, ବିବେକ ଓବରୟ ପ୍ରମୁଖଙ୍କ ସହ ଯୋଡାଯାଇଛି। ହେଲେ ଏମିତି ଜଣେ ଅଭିନେତା ଥିଲେ ଯାହାଙ୍କ ପାଇଁ ଐଶ୍‌ ଅଭିନେତ୍ରୀ ମନୀଷା କୋଇରାଲାଙ୍କ ସହ ଝଗଡ଼ା କରିଥିଲେ।

ଏକ ରିପୋର୍ଷ ଅନୁଯାୟୀ, ରାଜୀବ ମୁଲଚନ୍ଦାନୀ ଐଶ୍‌ଙ୍କ ପ୍ରଥମ ପ୍ରେମକ ଥିଲେ। ଏହି ସମୟରେ ମନୀଷା ମଧ୍ୟ ଲୋକପ୍ରିୟ ଅଭିନେତ୍ରୀ ହୋଇସାରିଥିଲେ। ଏକଦା ଐଶ୍‌ ଓ ରାଜୀବଙ୍କ ମଧ୍ୟରେ ମନୀଷା ଆସିଯାଇଥିଲେ। ପରେ ରାଜୀବ ଐଶ୍‌ଙ୍କୁ ଛାଡି ମନୀଷାଙ୍କୁ ଭଲପାଇ ବସିଲେ। ଉଭୟ ପରିସ୍ପରକୁ ଡେଟ୍‌ ମଧ୍ୟ କରିବା ଆରମ୍ଭ କଲେ। ଏହା ଐଶ୍‌ ଜାଣିବାକୁ ପାଇଲେ। ଏକ ସାକ୍ଷାତକାର ସମୟରେ ଭଉୟ ଐଶ୍‌ ଏବଂ ମନୀଷା ପରସ୍ପର ସହ ଝଗଡା କରିବା ଆରମ୍ଭ କରିଦେଇଥିଲେ। ଏହାର କିଛି ଦିନ ପରେ ଐଶ୍‌ ଅନ୍ୟ ଏକ ସାକ୍ଷାତକାରରେ କହିଥିଲେ ଯେ, ମନୀଷା ତାଙ୍କ ନାମକୁ ଜବରଦସ୍ତ ରାଜୀବଙ୍କ ସହ ଯୋଡିଥିଲେ, ମାତ୍ର ସେମାନଙ୍କ ମଧ୍ୟରେ ସେମିତି କିଛି ନ ଥିଲା ବୋଲି ଏଶ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?