Posted inଖେଳ

ଛେଳି ବଳି ଦେଇ ବିବାଦରେ ଫସିଥିଲେ ଧୋନୀ: ଆଉ ତା’ ପରେ..

ନୂଆଦିଲ୍ଲୀ,୧୮।୮: ୨୦୦୭ରେ ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଟି-୨୦ ବିଶ୍ୱକପ୍‌ ଜିତିବା ପରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା। ୨୦୦୮ରେ ଭାରତୀୟ କ୍ରିକେଟ୍‌ ଟିମ୍‌ ଅଷ୍ଟ୍ରେଲିଆରେ ତ୍ରି-ସିରିଜ୍‌ ବିଶିଷ୍ଟ ମ୍ୟାଚ୍‌ ଖେଳିଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ଧୋନୀଙ୍କ ନେତୃତ୍ୱାଧିନ ଟିମ୍‌ ସିଡନୀ ଏବଂ ବ୍ରିସବେନ ମୁକାବିଲା ଜିତି ସିରିଜ ଜିତି ନେଇଥିଲା। ଏହି ବିଜୟ ପରେ ଧୋନୀ ଏକ ବିବାଦରେ ଫସି ଯାଇଥିଲେ।

ଧୋନୀ ପ୍ରଥମ ଅଧିନାୟକ ଭାବେ ବିଦେଶରେ ଏକଦୀବସୀୟ ଶୃଙ୍ଖଳା ଜିତିଥିଲେ। ହେଲେ ଯୁବକ ଥିବା ଧୋନୀ ଜିତିବାର ଖୁସି ପାଳନ କରିବାକୁ ରାଞ୍ଚିର ଏକ ମନ୍ଦିରରେ ଛେଳି ବଳି ଦେଇଥିଲେ। ଏହାକୁ ନେଇ ସାରା ଦେଶରେ ଲୋକ ଧୋନୀଙ୍କ ସମାଲୋଚନା କରିଥିଲେ। ପରେ ମାହି କ୍ଷମା ମାଗିବା ସହ ଏଭଳି କାମ କରିବେ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନାଡା ଅଧୀନରେ ବିସିସିଆଇ:କ୍ରୀଡ଼ାମନ୍ତ୍ରୀ ରିଜିଜୁଙ୍କ ସ୍ବାଗତ

ନୂଆଦିଲ୍ଲୀ,୧୧।୮(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଜାତୀୟ ନିଶା ନିବାରଣ ସଂସ୍ଥା (ନାଡା) ଅଧୀନକୁ ଆସିବାର ନିଷ୍ପତ୍ତିକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ସ୍ବାଗତ...

ଆଦାନୀ ଓ୍ବିଲ୍‌ମର ବିଜ୍ଞାପନରୁ ବାଦ୍‌ ପଡିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୬।୧: ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମୃଦୁ ହୃଦ୍‌ଘାତର ଶିକାର ହେବାର ୩ ଦିନ ପରେ...

ପୃଥ୍ବୀ ‘ଥ୍ରୀ ଇନ୍‌ ଓ୍ବାନ୍‌’: ସେହ୍ବାଗ

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଓପନର୍‌ ପୃଥ୍ବୀ ଶ’ଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଦେଖିବାକୁ ମିଳିଥିଲା। ସେ ଆରମ୍ଭରୁ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରି...

୭ ମିନିଟ୍‌ରେ ହୋଇଥିଲେ କୋଚ୍‌

ନୂଆଦିଲ୍ଲୀ,୧୫ା୬ (ପି.ଟି.)-ଗ୍ୟାରୀ କର୍ଷ୍ଟେନଙ୍କର କୋଚ୍‌ ହେବାଲାଗି ଆଦୌ ଆଗ୍ରହ ନ ଥିଲା। ଏହି ପଦବୀ ପାଇଁ ସେ କେବେ ଆବେଦନ ମଧ୍ୟ କରି ନ ଥିଲେ।...

ସିରିଜ୍‌ ଜିତିବା ପାଇଁ ଦରକାର ୫ ଉଇକେଟ

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବା ପାଇଁ ଭାରତୀୟ ଦଳକୁ ଆଉ ୫ ଉଇକେଟ ଦରକାର। ପ୍ରଥମ ଟେଷ୍ଟ ଅମୀମାଂଶିତ ଭାବେ ଶେଷ ହୋଇଥିବା...

ପନ୍ତ ଜେଏସ୍‌ଡବ୍ଲ୍ୟୁର ବ୍ରାଣ୍ଡ୍‌ ଆମ୍ବାସାଡର

ନୂଆଦିଲ୍ଲୀ, ୬।୨(ପି.ଟି.)- ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ବୁଧବାର ଏ ନେଇ ଜେଏସ୍‌ଡବ୍ଲ୍ୟୁ ତରଫରୁ ଘୋଷଣା...

ପୋଲାର୍ଡ ଓ ହାର୍ଦ୍ଦିକଙ୍କଠାରୁ କୌଶଳ ଶିଖିଛନ୍ତି କିଶନ

ଶାରଜା, ୪ା୧୦ (ପି.ଟି.)-କିରନ ପୋଲାର୍ଡ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କଠାରୁ ଅନେକ କୌଶଳ ସେ ହାସଲ କରିପାରିଥିବା କହିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ।...

ଦର୍ଶକଙ୍କ ଉପସ୍ଥିତିରେ ଆଇପିଏଲ୍‌ ପାଇଁ ବିଚାର

ନୂଆଦିଲ୍ଲୀ,୧ା୮ (ପି.ଟି.)-ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ଆୟୋଜନ ହେଲେ ଷ୍ଟାଡିୟମର ୩୦ରୁ ୫୦ ପ୍ରତିଶତ ଆସନ ପୂରଣ କରିବା ଲାଗି ଏମିରେଟ୍ସ...

Advertisement
Archives

Model This Week