ଶାହାରୁଖ୍‌ ଖାନ୍‌ଙ୍କୁ ଚୁପ୍‌ କରିଦେଇଥିଲେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ: ଜାଣନ୍ତୁ କିପରି…

କରୋନା ମହାମାରୀ ସମୟରେ ବଲିଉଡ୍‌ କଳାକାରଙ୍କ ଅନେକ କାହାଣୀ, ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ଶାହାରୁଖ୍‌ ଖାନ୍‌ଙ୍କ ଏକ ଭିଡିଓ ଏବଂ ଫଟୋ ମଧ୍ୟ ଭାଇରାଲ ହେଉଛି। ଏହି କାହାଣୀ ଅନନ୍ତ ଅମ୍ବାନୀଙ୍କ ପ୍ରଥମ ରୋଜଗାର ଉପରେ ଆଧାରିତ।
ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ଭାରତର ସବୁଠାରୁ ଧନୀ ବ୍ୟବସାୟୀ। ସେମାନଙ୍କର ୩ ପିଲା ଝିଅ ଈଶା, ୨ ପୁଅ ଆକାଶ(ବଡ) ଏବଂ ସାନ ପୁଅ ଅନନ୍ତ ଅଛନ୍ତି। ଅନନ୍ତ ବାପା ମୁକେଶଙ୍କ ପରି ସରଜ ଜୀବନଯାପନ କରିବାକୁ ଭଲପାଆନ୍ତି। ଏକଦା ଅନନ୍ତ କଥାରେ କଥାରେ ଶାହାରୁଖ୍‌ଙ୍କୁ ଚୁପ୍‌ କରାଇଦେଇଥିଲେ।
୨୦୧୭ରେ ରିଲାଏନ୍ସକୁ ୪୦ ବର୍ଷ ପୂରଣ ହେବା ଅବସରରେ ଗୁରୁରାଟର ଜାମନଗରରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ହୋଷ୍ଟ ଦାୟିତ୍ୱରେ ଥିଲେ ଶାହାରୁଖ୍‌ ଖାନ୍‌। ଏହି ଅବସରରେ ଶାହାରୁଖ୍‌ ମୁକେଶଙ୍କ ୩ ପିଲାଙ୍କ ସହ କଥାବାର୍ତ୍ତା କରିବା ସହ ନୃତ୍ୟ ମଧ୍ୟ କରିଥିଲେ। ଅନନ୍ତଙ୍କ ସହ କଥାହେବା ଅବସରରେ ଶାହାରୁଖ୍‌ କହିଥିଲେ ଯେ, ତାଙ୍କର ପ୍ରଥମ ଦରମା ୫୦ ଟଙ୍କା ଥିଲା। ଏହି ପ୍ରଥମ ଦରମାରେ ସେ ତାଜ୍‌ମହଲ ବୁଲିବାକୁ ଯାଇଥିଲେ। ନିଜର ପ୍ରଥମ ଦରମା ବିଷୟରେ କହିସାରିବା ପରେ ଶାହାରୁଖ୍‌ ଅନନ୍ତଙ୍କୁ ତାଙ୍କର ପ୍ରଥମ ଦରମା ବିଷୟରେ ପ୍ରଶ୍ନ କରିଥିଲେ। ଉତ୍ତରରେ ଅନନ୍ତ କହିଥିଲେ ଯେ, ଯଦି ମୁଁ ମୋର ପ୍ରଥମ ଦରମା କହିବି ତେବେ ଆପଣ ଲଜ୍ଜିତ ହୋଇଯିବେ। ଅନନ୍ତଙ୍କ ମୁହଁରୁ ଏହା ଶୁଣିବା ପରେ ଶାହାରୁଖ୍‌ ପୁରା ଚୁପ୍‌ ହୋଇଯାଇଥିଲେ। ଏକଥା ଶୁଣି ସେଠାରେ ଉପସ୍ଥିତ ସମସ୍ତେ ହସିବାକୁ ମଧ୍ୟ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?