ଅସୁବିଧାରେ ପଡ଼ିଲେ ମଣିଷ ବାଧ୍ୟ ହୁଏ କରଜ କରିବାକୁ କରଜରୁ ମୁକ୍ତି ଚାହୁଁଥିଲେ

ଅସୁବିଧାରେ ପଡ଼ିଲେ ମଣିଷ ବାଧ୍ୟ ହୁଏ କରଜ କରିବାକୁ। ଆଉ ଠିକ୍‌ ସମୟରେ ଶୁଝିଦେଲେ ମନକୁ ଶାନ୍ତି ମିଳେ। କିନ୍ତୁ ବେଳେବେଳେ ଦେଖାଯାଏ, ଯେତେ ଚାହିଁଲେ ବି କିଛି ନା କିଛି ସମସ୍ୟା ଆସି ସୁଝି ହୁଏନା। ଏଥିପାଇଁ ବାସ୍ତୁରେ ରହିଛି କିଛିଟା ପ୍ରତିକାର…

* ଉତ୍ତର ଦିଗକୁ ପ୍ରଭୁ କୁବେରଙ୍କ ଦିଗ ବୋଲି କୁହାଯାଏ। ଏହି ଦିଗରେ ଟ୍ରେଜେରି ବା ଟଙ୍କାପଇସା ରଖାଯାଉଥିବା ଆଲମାରୀ ରଖିଲେ ଆର୍ଥିକ ଅଭିବୃଦ୍ଧି ହେବା ସହ କରଜ ଶୁଝିବାର କ୍ଷମତା ବଢ଼ିଥାଏ ବୋଲି ବିଶ୍ୱାସ ରହିଛି।
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଉତ୍ତର ଦିଗକୁ ଶୁଭ ଊର୍ଜାର କେନ୍ଦ୍ର ବୋଲି କୁହାଯାଏ। ଏହି ଦିଗରେ ମାତା ଲକ୍ଷ୍ମୀ ଓ ଭଗବାନ କୁବେରଙ୍କ ମୂର୍ତ୍ତି କିମ୍ବା ଫଟୋ ରଖି ନିଷ୍ଠାର ସହ ପ୍ରତିଦିନ ତାଙ୍କୁ ପୂଜାକଲେ, ଧନପ୍ରାପ୍ତି ହେବା ସହ ପରିବାରରେ ଶାନ୍ତି ବଢ଼ିଥାଏ। ତା’ସହ ଶୀଘ୍ର କରଜ ଶୁଝିବାର ଉପାୟ ବି ମିଳିଥାଏ।
* ପ୍ରତି ଶନିବାର ସକାଳୁ ଶୁଦ୍ଧପୂତ ହୋଇ ଅଶ୍ୱତ୍ଥ ବୃକ୍ଷ ମୂଳରେ ଦୀପ ଜାଳିବା ସହ ବୃକ୍ଷର ପରିକ୍ରମାକରି ଶୀଘ୍ର କେମିତି କରଜମୁକ୍ତି ହେବେ ସେଥିପାଇଁ ପ୍ରାର୍ଥନା କଲେ, ମନସ୍କାମନା ପୂରଣ ହୁଏ ବୋଲି ବିଶ୍ୱାସ ରହିଛି।
* କରଜ ଶୁଝିବା ପାଇଁ ମଙ୍ଗଳବାରକୁ ଶୁଭବାର ବୋଲି କୁହାଯାଏ। କାରଣ ଏହି ବାର ସଙ୍କଟମୋଚନ ପ୍ରଭୁ ହନୁମାନଙ୍କୁ ସମର୍ପିତ। ତେଣୁ ଏହିଦିନ ଯାହାଠାରୁ କରଜ ଆଣିଥିବେ, ତାଙ୍କୁ ଶୁଝିଦେଲେ ଆର୍ଥତ୍କ ସ୍ଥିତି କ୍ରମେ ସୁଧୁରିଯାଏ ବୋଲି ଲୋକବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri