Posted inଜାତୀୟ

ବଳାତ୍କାରକୁ ନେଇ କଂଗ୍ରେସ ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ବେଙ୍ଗାଲୁରୁ,୧୭ ।୧୨: କଂଗ୍ରେସ ବିଧାୟକ ତଥା କର୍ନାଟକ ବିଧାନସଭାର ପୂର୍ବତନ ଅଧ୍ୟକ୍ଷ ରମେଶ କୁମାର ମହିଳାଙ୍କୁ ନେଇ ବଡ ଆପତ୍ତିଜନକ ବୟାନ ଦେଇଛନ୍ତି । ବୟାନ ଏପରି ଯେ ଶୁଣିଲେ ବି ଲାଜ ଲାଗିବ । କୁମାର କହିଛନ୍ତି ଯେତେବେଳେ ବଳାତ୍କାର ହେଉଛି ସେତେବେଳେ ଶୋଇଯାଅ ଓ ମଜା ନିଅ । ଏହି ବୟାନକୁ ନେଇ ଏବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ତେବେ ପ୍ରଥମଥର ଲାଗି ବିଧାୟକ କୁମାର ଏଭଳି ବୟାନ ଦେଇ ନାହାନ୍ତି । ପୂର୍ବରୁ ୨୦୧୯ରେ ସେ ସ୍ପିକର ଥିବା ବେଳେ ନିଜର ତୁଳନା ବଳାତ୍କାର ପୀଡ଼ିତାଙ୍କ ସହ କରି ଦେଇଥିଲେ । ଯାହାକୁ ନେଇ ଏକ ବଡ ବିବାଦ ମୁଣ୍ଡ ଟେକିଥିଲା । ଏଥର ବିଧାୟକଙ୍କ ବୟାନକୁ ନେଇ କେବଳ ଯେ ତାଙ୍କ ଦଳର ତା’ନୁହେଁ ମହିଳା ନେତ୍ରୀମାନେ ବି ବିଧାନସଭାରେ ବିରୋଧ ପ୍ରଦର୍ଶନ କରିବା ସହ ତାଙ୍କ ବୟାନର ନିନ୍ଦା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri