ଶଶି ଥରୁରଙ୍କୁ ଆସିଥିଲା ଫିଲ୍ମ ଅଫର୍‌, ଏହି କାରଣରୁ କରିଥିଲେ ମନା

ବଲିଉଡର ‘ଦବଙ୍ଗ ଖାନ’ ସଲମାନ ଖାନ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଚେହେରା। ସେ ନିଜ କ୍ୟାରିୟରରେ ଏପର୍ଯ୍ୟନ୍ତ ଏକରୁ ଅଧିକ ସୁପରହିଟ ଫିଲ୍ମ କରିଛନ୍ତି। ସେ ପ୍ରାୟତଃ ତାଙ୍କ ଚଳଚ୍ଚିତ୍ରରେ ନୂଆ ଚେହେରାକୁ ସ୍ଥାନ ଦେବାକୁ ପସନ୍ଦ କରନ୍ତି । ଖୁବ କମ ଲୋକ ଜାଣନ୍ତି ଯେ ସେ ମଧ୍ୟ ତାଙ୍କର ଜଣେ ଚଳଚ୍ଚିତ୍ରରେ ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କୁ ନେବାକୁ କରିବାକୁ ଚାହୁଁଥିଲେ। ତେବେ ଥରୁର ଏହି ଭୂମିକା କରିବାକୁ ମନା କରିଦେଇଥିଲେ।
ଏକ ସାକ୍ଷାତକାର ସମୟରେ ଶଶି ଥରୁର କହିଥିଲେ ଯେ, ସଲମାନଙ୍କ ଫିଲ୍ମ ‘ଏକ ଥା ଟାଇଗର’ରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଭୂମିକାରେ ଅଭିନୟ କରିବାକୁ ତାଙ୍କୁ ଏକ ଅଫର ମିଳିଥିଲା। ସେ ତାଙ୍କ ବନ୍ଧୁଙ୍କ ସହ ଏ ବିଷୟରେ କଥା ହୋଇଥିଲେ। ବନ୍ଧୁ ତାଙ୍କୁ କହିଥିଲେ ଯେ, ଯଦି ସେ ନିକଟ ବର୍ଷରେ ଦେଶର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ତେବେ ଏହି ଭୂମିକା କର ନାହିଁ। ଏହା ପରେ ସେ ଫିଲ୍ମରେ ଏହି ଭୂମିକା କରିବାକୁ ମନା କରିଦେଇଥିଲେ। ରାଜନୀତିରେ କାମ ଅଧିତ୍କ, ତେଣୁ ସେ ଚଳଚ୍ଚିତ୍ର ଆଡକୁ ଫେରିବା ନିଷ୍ପତ୍ତି ପ୍ରତ୍ୟାହାର କରିନେଲେ ବୋଲି ଥରୁର କହିଛନ୍ତି।
ବିଗ ବସ ଓଟିଟି ଶେଷ ହେବା ପରେ ବିଗ ବସ ୧୫ ଆରମ୍ଭ ହେବ। ଏଥିରେ ହୋଷ୍ଟ କରିବେ ସଲମାନ ଖାନଙ୍କ ଦ୍ୱାରା ଆୟୋଜିତ ହେବ। ବିଗ ବସ ବ୍ୟତୀତ ସଲମାନ ଖାନ ଏବେ ‘ଟାଇଗର ୩’ ଚଳଚ୍ଚିତ୍ରର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହା ବ୍ୟତୀତ ସଲମାନ କିକ ୨ ଏବଂ ଭାଇଜାନ ଫିଲ୍ମରେ ମଧ୍ୟ ନଜର ଆସିବେ। ସଲମାନ ଟାଇଗର-୩ ର ଶୁଟିଂ ପାଇଁ ନିକଟରେ ରୁଷିଆ ଯାଇଥିଲେ। ଏହି ଚଳଚ୍ଚିତ୍ରରେ କ୍ୟାଟ୍ରିନା କୈଫ ତାଙ୍କ ସହ ଅଭିନୟ କରୁଛନ୍ତି। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଉଛନ୍ତି ଅମିତ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri