Posted inଖେଳ

୩ ଓଭରରେ ବଦଳି ଦେଇଥିଲେ ବିଶ୍ୱକପ୍‌ ସେମିଫାଇନାଲ

ମୋହାଲି,୬।୩: କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନ ବିଶ୍ୱର ପ୍ରାୟ ସମସ୍ତ ଭେନ୍ୟୁରେ ନିଜ ଛାପ ଛାଡ଼ିଛନ୍ତି। ଏଠାରେ ପିସିଏ ଷ୍ଟାଡିୟମରେ ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ପାଇଁ ଦେଖିବାକୁ ମିଳିଥିଲା ଓ୍ବର୍ନଙ୍କ ଚମକ। ୧୯୯୬ ବିଶ୍ୱକପ୍‌ ସେମିଫାଇନାଲରେ ପେସରଙ୍କୁ ସୁହାଉଥିବା ମୋହାଲି ପିଚ୍‌ରେ ଏକାକୀ ଅଷ୍ଟ୍ରେଲିଆକୁ ବିଜୟୀ କରାଇଥିଲେ ଓ୍ବର୍ନ।

ଓ୍ବେଷ୍ଟଇଣ୍ଡିଜର ପେସର କର୍ଟନି ଓ୍ବାଲଶ, ଇଆନ ବିଶପ ଓ ଓଟିସ ଗିବସନଙ୍କ ଘାତକ ବୋଲିଂ ଆଗରେ ଅଷ୍ଟ୍ରେଲିଆ ୮ ଉଇକେଟରେ ୨୦୭ ରନ୍‌ କରିଥିଲା। ଜବାବରେ ଶିବନାରାୟଣ ଚନ୍ଦ୍ରପାଲ (୮୦) ଓ ବ୍ରାଏନ ଲାରା (୪୫)ଙ୍କ ଯୋଗୁ ଓ୍ବେଷ୍ଟଇଣ୍ଡିଜକୁ ଅନ୍ତିମ ୧୦ ଓଭରରେ ୪୦ ଦରକାର ଥିଲା। କ୍ରିଜ୍‌ରେ ରିଚି ରିଚାର୍ଡସନ (୪୯) ସେଟ୍‌ ଖେଳୁଥିଲେ। ଏଭଳି ପରିସ୍ଥିତିରେ ଓ୍ବର୍ନଙ୍କୁ ବଲ ଦେଇଥିଲେ ଅଷ୍ଟ୍ରେଲିଆ କ୍ୟାପଟେନ ମାର୍କ ଟେଲର। ସେ ଲଗାତାର ୩ ଓଭରରେ ୩ ଉଇକେଟଲ ନେଇ ମ୍ୟାଚ୍‌ର ଫଳାଫଳ ବଦଳି ରଖି ଦେଇଥିଲେ। ଶେଷରେ ଓ୍ବେଷ୍ଟଇଣ୍ଡିଜ ବିଜୟ ଲକ୍ଷ୍ୟ ଠାରୁ ୫ ରନ୍‌ ଦୂରରେ ରହି ଯାଇଥିଲା। ମ୍ୟାଚ୍‌ରେ ଓ୍ବର୍ନ ୯ ଓଭରରେ ୩୬ ରନ୍‌ ଦେଇ ୪ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri