ରାଜନେତାଙ୍କୁ ଭଲପାଇ ପଡ଼ିଥିଲେ ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀ: ବିବାହ ପର୍ଯ୍ୟନ୍ତ ଯାଇଥିଲା କଥା, ହେଲେ…

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ଜଣେ ରାଜନେତାଙ୍କ ପ୍ରେମରେ ପଡ଼ିବା ପରେ ତାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। ବିବାହ ପର୍ଯ୍ୟନ୍ତ ମଧ୍ୟ କଥା ଯାଇଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ, ଘରର ଚାପ ଆଗରେ ବଳିପଡ଼ିଯାଇଥିଲା ଏହି ପ୍ରେମ ସମ୍ପର୍କ।
ତେବେ ସୋନାଲି ଯାହାଙ୍କ ପ୍ରେମରେ ପଡ଼ିଥିଲେ ସେ ହେଲେ ରାଜ୍‌ ଠାକରେ। ଉଭୟ ପରସ୍ପରକୁ ବହୁତ ପସନ୍ଦ କରୁଥିଲେ। ଏହା ହେଉଛି ରାଜ ଠାକରେ ଶିବସେନା ସହ ଥିବା ସମୟର କଥା। ଏହି ସମୟରେ ଏମ୍‌ଏନ୍‌ଏସ୍‌ ଗଠନ ହୋଇ ନ ଥିଲା। ଏହି ପ୍ରେମ ବିଷୟରେ ଶିବସେନା ପ୍ରମୁଖ ବାଲ ଠାକରେ ଜାଣିବା ପରେ ଏହି ବିବାହକୁ ସ୍ବୀକୃତି ଦେଇ ନ ଥିଲେ। ଶେଷରେ ରାଜ ଠାକରେ ଏଥିରୁ ଓହରି ଯାଇଥିଲେ। ଉଭୟଙ୍କ ମଧ୍ୟରେ ସମସ୍ତ ସମ୍ପର୍କ ଛିନ୍ନ ହୋଇଥିଲା। ପରେ ୨୦୦୨ ମସିହାରେ ସୋନାଲି ଗୋଲ୍ଡି ବହଲଙ୍କୁ ବିବାହ କରିଥିଲେ। ବର୍ତ୍ତମାନ ସୋନାଲି ଏକ ସୁଖମୟ ଜୀବନ ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri