ଐଶ୍ୱର୍ଯ୍ୟା ରାୟଙ୍କ ସହ ରୋମାନ୍ସ କରିବାକୁ ଡରିଯାଇଥିଲେ ଏହି ସୁପରଷ୍ଟାର: ଆଉ ତାପରେ…

ବଲିଉଡ୍‌ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କିଛି ଦିନ ହେବ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କର କାମ ବିଷୟରେ କହିବାକୁ ଗଲେ ସେ ଅନେକ ସୁପରଷ୍ଟାରଙ୍କ ସହ ସ୍କ୍ରିନ୍‌ ଶେୟାର କରିସାରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ରଜନୀକାନ୍ତ। ଏହି ନିକଟରେ ରଜନୀକାନ୍ତଙ୍କର ଏକ ପୂରୁଣା ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ କହୁଛନ୍ତି ଯେ, ଏକ ଫିଲ୍ମରେ ଐଶ୍ୱର୍ଯ୍ୟାଙ୍କ ସହ ରୋମାନ୍ସ କରୁଥିବା ବେଳେ ସେ ଭୟଭୀତ ହୋଇପଡ଼ିଥିଲେ। ଏହାର କାରଣ ହେଉଛନ୍ତି ଅମିତାଭ ବଚ୍ଚନ। କାରଣ ଅମିତାଭ ରଜନୀକାନ୍ତଙ୍କ ମଧ୍ୟରେ ଭଲ ଭଲ ବନ୍ଧୁତ୍ୱ ରହିଛି। ତେଣୁ ତାଙ୍କ ବୋହୂଙ୍କ ସହ ରୋମାନ୍ସ କରିବା ସହଜ ନ ଥିଲା ବୋଲି ସେ କହିଛନ୍ତି।


ରଜନୀକାନ୍ତ ଐଶ୍ୱର୍ଯ୍ୟାଙ୍କ ସହ ଏଥିରନ ଦି ରୋବର୍ଟରେ ଏକତ୍ର କାମ କରିଥିଲେ। ଏଥିସହ ଆହୁରି ମଧ୍ୟ ସେ କହିଥିଲେ ଯେ, ଐଶ୍ୱର୍ଯ୍ୟାଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ତାଙ୍କ ଫିଲ୍ମ ଦେଖିବା ଉଚିତ୍‌। ଏଥିସହ ତାଙ୍କର ନୃତ୍ୟ ଦକ୍ଷତା ଉତ୍କୃଷ୍ଟ। ସେ ମଧ୍ୟ ସ୍ବିକାର କରିଛନ୍ତି ଯେ, ଐଶ୍ୱର୍ଯ୍ୟାଙ୍କ ସହ ରୋମାଣ୍ଟିକ୍‌ ସିନ୍‌ କରିବା ସମୟରେ ଏକ ଅଦ୍ଭୁତ ଅନୁଭବ ହୋଇଥିଲା।
ଏହି ଯୋଡି ୨୦୧୦ରେ ରିଲିଜ୍‌ ହୋଇଥିବା ଫିଲ୍ମ ଏଥିରନ୍‌ରେ କାମ କରିଥିଲେ। ଏହା ଏଥିରନ ଫ୍ରାଞ୍ଚାଇଜର ପ୍ରଥମ ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri