ଘରଲୋକ ଯାଇଥିଲେ ଧାନ କାଟିବାକୁ , ରଶି ଲଗାଇ ଝୁଲିପଡ଼ିଲେ ଭଉଣୀଭାଇ

ବାରିପଦା ଅଫିସ,୨୫।୧୧: ମୟୂରଭଞ୍ଜ ଜିଲା ବାରିପଦା ସଦରବ୍ଲକ ଅଧୀନ ଧାନଶୋଳ ଉପକଣ୍ଠ ଲୋଧାସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ସକାଳେ ଲୋଧାସାହିର ଦୁଇ ନାବାଳକ ସମ୍ପର୍କୀୟ ଭାଇଭଉଣୀଙ୍କ ଝୁଲନ୍ତା ମୃତଦେହ ଠାବ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
ପ୍ରକାଶ ଯେ, ଗାଁପାଖ କେନାଲପାଶ୍ୱର୍ର୍ ଆମ୍ବଗଛରୁ ଭଉଣୀଭାଇଙ୍କ ଝୁଲନ୍ତା ମୃତଦେହ ଘଟଣା ପ୍ରଚାର ହେବାପରେ ଲୋକଙ୍କ ଗହଳି ଲାଗିଥିଲା । ଖବରପାଇ ବେତନଟୀ ପୋଲିସ ପହଞ୍ଚି ତଦନ୍ତ ପୂର୍ବକ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଉଭୟ ସମ୍ପର୍କରେ ମାଉସୀପୁଅ ଭାଇ ଓ ଭଉଣୀ ।  ତେବେ ଉଭୟଙ୍କ ପରିବାରଲୋକ ଧାନ କାଟିବାକୁ ନାମାଳ ଯାଇଥିବା ବେଳେ ଏହି ଅଘଟଣ ଘଟିଛି । ପୋଲିସ ଏନେଇ ଦୁଇଟି ପୃଥକ ଅପମୃତ୍ୟୁ ମାମଲା ରୁଜୁକରି ଅଧିକ ତଦନ୍ତ ଜାରି ରଖିଛିl ତେବେ ଉଭୟଙ୍କ ଆତ୍ମହତ୍ୟା କରିବାର କାରଣ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri