ଭଦ୍ରକ, ୧୭।୭ (ସନାତନ ରାଉତ): ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ପୌରପାଳିକାର ବିଭିନ୍ନ ୱାର୍ଡ ଓ ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝୁଛନ୍ତି। ସୋମବାର ଅଚାନକ ଭଦ୍ରକ ସହରର ଦକ୍ଷିଣେଶ୍ୱରୀ କାଳୀ ମନ୍ଦିର ନିକଟରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି। ଆହାର କେନ୍ଦ୍ରରେ ଦିଆଯାଉଥିବା ୫ ଟଙ୍କିଆ ଖାଦ୍ୟର ମାନ ପରଖିବା ପାଇଁ ବିଧାୟକ ନିଜେ ଖାଇଥିଲେ। ରୋଷେଇଠାରୁ ଆରମ୍ଭ କରି ଖାଦ୍ୟ ପରଷିବା ସମସ୍ତ ବ୍ୟବସ୍ଥା ପଚାରି ବୁଝିଥିଲେ। ଆହାର କେନ୍ଦ୍ରକୁ ଖାଇବାକୁ ଆସୁଥିବା ଲୋକଙ୍କୁ ମିଳୁଥିବା ଆହାର ବାବଦରେ ସେ ପଚାରିଥିଲେ।
ବିଧାୟକ ଭାବେ ଦାୟିତ୍ୱ ନେବା ପରେ ସେ ଲୋକଙ୍କ ସମସ୍ୟା ବୁଝିବା ସହ ସପ୍ତାହର ପ୍ରତି ମଙ୍ଗଳବାର ଅଭିଯୋଗ ଶୁଣିବା ପାଇଁ ଶିବିର ଆୟୋଜନ କରୁଛନ୍ତି। ଭଦ୍ରକ ସହରର କୁଆଁସଠାରେ ବିଧାୟକ କାର୍ଯ୍ୟାଳୟରେ ପ୍ରତି ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ରହି ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଶୁଣୁଛନ୍ତି। ବିଧାୟକଙ୍କୁ ନିଜର ସମସ୍ୟା ଜଣାଇବାର ସୁଯୋଗ ମିଳୁଥିବାରୁ ସମାଧାନର ଆଶା ନେଇ ଲୋକେ ଖୁସିବ୍ୟକ୍ତ କରୁଛନ୍ତି।
Posted inHome Left, ଆମ ଜିଲା ଖବର, ଭଦ୍ରକ View All
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…
ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…
ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…
ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
Archives

