ମୋବାଇଲ୍‌ ଗେମ୍‌ ହେଲା କାଳ: ରାତିରେ ଶୋଇଥିଲେ, ସକାଳେ…

ପଦ୍ମପୁର,୨୩।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁ ନଗର ପଞ୍ଚାୟତ ଗଦି ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଶ୍ରୀତମ୍‌ ନାୟକ। କିଛିଦିନ ଧରି ସେ ଅନ୍ୟମନସ୍କ ରହିବା ସହ ମୋବାଇଲରେ ଗେମ ଖେଳୁଥିଲେ। ତେବେ ଏହି କାରଣ ପାଇଁ ଏପରି ଘଟିଥିବା କୁହାଯାଉଛି। ଶନିବାର ରାତିରେ ସେ ଶୋଇଥିବା ବେଳେ ଘର ଆଗରେ ଥିବା ଏକ ଗଛରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସକାଳେ ଗ୍ରାମବାସୀ ତାଙ୍କୁ ଗଛରେ ଝୁଲୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ କସିଆ ସାମୁଦ୍ରିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ

ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri