ଲକ୍‌ଡାଉନ୍‌ରେ ପରିବା ବିକ୍ରି କଲେ ବୃଦ୍ଧା: ଜିଲାପାଳ ନେଲେ ଏଭଳି ପଦକ୍ଷେପ, ଜାଣିଲେ କରିବେ ପ୍ରଶଂସା

କରୋନା ଯୋଗୁ ଅଧିକାଂଶ ସ୍ଥାନରେ ଜାରି ରହିଛି ଲକ୍‌ଡାଉନ୍‌। ଏହି ସମୟରେ କରୋନା ଯୋଦ୍ଧା ନିଜର କର୍ତ୍ତବ୍ୟ କରିବା ସାଙ୍ଗକୁ ମାନବିକତା ଦେଖାଉଥିବାର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଛତିଶଗଡ଼ ଦୁର୍ଗ ସହରର ଏମିତି ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
ଦୁର୍ଗ ସହରରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଜଣେ ବୃଦ୍ଧା ରାସ୍ତା ଉପରେ ବସି ପରିବା ବିକ୍ରି କରୁଥିଲେ। ଏହି ସମୟରେ ଜିଲାପାଳ ଅଙ୍କିତ ଆନନ୍ଦଙ୍କ ସହ କିଛି ପୋଲିସ ଅଧିକାରୀ ତାଙ୍କୁ ଘରକୁ ଯିବାକୁ କହିଲେ। ମାତ୍ର ପେଟ ପୋଷିବା ପାଇଁ ଏହା ଏକମାତ୍ର ପନ୍ଥା ବୋଲି ବୃଦ୍ଧା କହିବା ସହ ଘରକୁ ଯାଇ ନ ଥିଲେ। ଫଳରେ ଜିଲାପାଳ ଆନନ୍ଦ ବୃଦ୍ଧାଙ୍କର ସମସ୍ତ ପରିବା କିଣି ନେଇଥିଲେ। ଏହାପରେ ବୃଦ୍ଧାଜଣଙ୍କ ନିଜଘରକୁ ଚାଲିଯାଇଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓଟିକୁ ଭରଓ୍ବନ୍ଦର ନାମକ ଜଣେ ବ୍ୟକ୍ତି ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri