ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ

ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ ମଧ୍ୟରେ କରୋନାରେ ୨ ଭାଇଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି। ରାଜଦାଣ୍ଡ ସାହିର ନାଗେଶ୍ୱର ପ୍ରସାଦ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତ ୧୦ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ୯ ଦିନରେ ସେହି ହସ୍ପିଟାଲରେ ନାଗେଶ୍ୱରଙ୍କ ବଡ଼ଭାଇ ତଥା ଖଣି ଓ ସୁରକ୍ଷା ବିଭାଗର ପୂର୍ବତନ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କୁ ଚିଠି ଲେଖିଲେ ନବୀନ, ଓଡ଼ିଶାର ଅଖଣ୍ଡତା ପାଇଁ ତୁରନ୍ତ…

ଭୁବନେଶ୍ୱର,୪ା୧୧: କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳନେତା ନବୀନ ପଟ୍ଟନାୟକ। ୨୦୨୪ ଭାଜପାର ଇସ୍ତାହାର ମନେ…

ଆଉଟ୍ ହେବା ପରେ ଏଭଳି ଇସାରା ଦେଲେ ବିରାଟ, ଅବସର ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ବିରାଟ କୋହଲିଙ୍କ ଦମ୍‌ଦାର ବ୍ୟାଟିଂ ବଳରେ ଭାରତ ୫ ୱିକେଟ୍‌ରେ ବିଜୟୀ ହୋଇଛି । ମାତ୍ର ୫୧ ବଲ୍‌ରେ ୧୩ଟି…

ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ଅନିୟମିତତା: ପୂର୍ବତନ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳର ଯାଞ୍ଚ ଆରମ୍ଭ

ପାଟଣା,୪ା୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ହୋଇଥିବା ବ୍ୟାପକ ଆର୍ଥିକ ହେରଫେର ଅଭିଯୋଗର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ମହାବିଦ୍ୟାଳୟର…

ଦୀପାବଳି ପୂର୍ବରୁ ଝଟକା; ମହଙ୍ଗା ହେଲା ଚିନି, ମାସକରେ ବଢ଼ିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୪।୧୧: ପାର୍ବଣ ଋତୁରେ ଚିନିର ଯୋଗାଣ ବଢ଼ାଇବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ ମଧ୍ୟ ଖୁଚୁରା ଓ ପାଇକାରୀ ବଜାରରେ ଚିନି ଦର ବୃଦ୍ଧି ପାଇଛି…

ଡଲାବାଡ଼ିକୁ ପାନୀୟ ଜଳ ଯୋଗାଣ ଦାବିରେ ଏକାଠି ହେଲେ ଗ୍ରାମବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ…

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡଲାବାଡ଼ି ଗ୍ରାମରେ ସୋଲାର ଚାଳିତ ବୋରିଂ ଓ ପାଣି ଟାଙ୍କି ନିର୍ମାଣ କରି ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ…

ଧନତେରସରେ ଲକ୍ଷ୍ମୀ ନାରାୟଣ ରାଜଯୋଗ: ୩ ରାଶିକୁ ଫାଇଦା ହିଁ ଫାଇଦା, ପ୍ରଚୁର ଧନଲାଭ!

ଧନତେରସର ପର୍ୱ ଏଥର ଜ୍ୟୋତିଷୀୟ ଦୃଷ୍ଟିକୋଣରୁ ମଧ୍ୟ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଜ୍ୟୋତିଷ ଗଣନା ଅନୁଯାୟୀ, ଏହି ଅବସରରେ ବୁଧ ଏବଂ ଶୁକ୍ରଙ୍କ ଯୁତି ଫଳରେ…

ଆସୁଛି ଦୀପାବଳି: ଜନବସତି ଭିତରେ ବେଆଇନ ବାଣ କାରଖାନା, ପ୍ରଶାସନିକ ଅନୁମତି ବିନା ଚାଲିଛି ବାଣ ଭିଡ଼ା

ମହାକାଳପଡ଼ା,୪ା୧୧(ପ୍ରତାପ ): ଆସୁଛି ଆଲୋକର ପର୍ବ ଦୀପାବଳି। ଖୁସି ଓ ଉତ୍ସାହର ଏହି ପରିବେଶ ଭିତରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚିନ୍ତାଜନକ ସ୍ଥିତି…

ନାଳ ସ୍ରୋତରେ ଭାସିଯାଇ ନିଖୋଜ ହୋଇଯାଇଥିଲେ, ଦୁଇ ଦିନ ପରେ ବ୍ୟକ୍ତିଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ଉଦ୍ଧାର

ପାତ୍ରପୁର,୪।୧୧(ଉମା ଚରଣ ନେପାକ): ଜରଡ଼ା ଥାନା ଅନ୍ତର୍ଗତ ସବରଦେଇପେଟା ଗ୍ରାମର ଜଣେ ବ୍ୟକ୍ତି ନିଖୋଜ ହେବାର ଦୁଇ ଦିନ ପରେ ତାଙ୍କର ମୃତଦେହ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?