ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ

ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ ମଧ୍ୟରେ କରୋନାରେ ୨ ଭାଇଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି। ରାଜଦାଣ୍ଡ ସାହିର ନାଗେଶ୍ୱର ପ୍ରସାଦ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତ ୧୦ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ୯ ଦିନରେ ସେହି ହସ୍ପିଟାଲରେ ନାଗେଶ୍ୱରଙ୍କ ବଡ଼ଭାଇ ତଥା ଖଣି ଓ ସୁରକ୍ଷା ବିଭାଗର ପୂର୍ବତନ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଲହରରେ ୩୭ ପିଲାଙ୍କ ମୃତ୍ୟୁ

ଭୁବନେଶ୍ୱର, ୧।୯(ବ୍ୟୁରୋ):ରାଜ୍ୟରେ କରୋନା ପୁଣି ଜଣେ ଶିଶୁର ଜୀବନ ନେଇଛି। ଏଥିସହ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏମାନଙ୍କ...

ଏସ୍‌ଏଚ୍‌ଜି ଅର୍ଥ ହଡ଼ପ ମାମଲା: ସ୍ବାମୀ ଜେଲ୍‌ ଗଲେ, ସ୍ତ୍ରୀ ଫେରାର

ରୂପ୍‌ସା, ୧୭।୯(ଡି.ଏନ.ଏ.)-ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚଜି)ରୁ ଲକ୍ଷାଧିକ ଟଙ୍କା ହଡପ ଅଭିଯୋଗରେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ବାଖରାବାଦ ଗ୍ରାମର ଅଭିଯୁକ୍ତ ରମେଶ ରାଉତଙ୍କୁ ପୋଲିସ ଗିରଫ...

ଅବହେଳିତ ଅବସ୍ଥାରେ ମା’ ଭଣ୍ଡାରଘରଣୀଙ୍କ ମୂଳପୀଠ

ନନ୍ଦାହାଣ୍ଡି,୨।୯(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ। ନବରଙ୍ଗପୁର ଜିଲାବାସୀଙ୍କ ସହାୟତା ଓ ଚେଷ୍ଟା ଫଳରେ ନବରଙ୍ଗପୁର ସହର ମଝିରେ ମାଁ ଙ୍କର ଅତି ସୁନ୍ଦର...

ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ

ମହାକାଳପଡ଼ା,  ୩।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ...

‘ଅସାନି’ ପ୍ରଭାବ: ଚାଷୀଙ୍କୁ ସତର୍କ କରାଇଲେ କୃଷି ମନ୍ତ୍ରୀ

ଭୁବନେଶର,୧୦।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ଚାଷୀଙ୍କୁ କୃଷି ମନ୍ତ୍ରୀ ଅରୁଣ ସାହୁ ସତର୍କ କରାଇଛନ୍ତି । ଏହାର ପ୍ରଭାବରେ ଚାଷୀ ଯେପରି କ୍ଷତିଗ୍ରସ୍ତ...

କ୍ଷୁଦ୍ର, ନାମମାତ୍ର ଚାଷୀଙ୍କୁ ଖରିଫ ଋଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ...

ଡାକ୍ତର ପ୍ରେମାନନ୍ଦଙ୍କୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରିଷ୍ଠ ପେଟ ରୋଗ ଓ ଲାପାରୋସ୍କୋପି ସର୍ଜନ ଡା. ପ୍ରେମାନନ୍ଦ ପଟ୍ଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା...

ମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ

ଖଣ୍ଡପଡ଼ା,୧ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପାଇଁ ଜଙ୍ଗଲ,ପାହାଡର ସୁରକ୍ଷା ଜରୁରୀ ଅଟେ। ମାତ୍ର ଆଜିର ମଣିଷ ସମାଜ ନିଜ ଆବଶ୍ୟକତା ପୂରଣ ନିମନ୍ତେ ସବୁବେଳେ ପାହାଡ, ଜଙ୍ଗଲକୁ...

Advertisement
Archives

Model This Week