Posted inଫୁରସତ

ପ୍ରଥମଥର ନୂଆବର୍ଷ କେବେ ପାଳନ କରାଯାଇଥିଲା ଜାଣନ୍ତି

ବର୍ଷ ୨୦୨୩ ଶେଷ ହେବାକୁ ଆଉ କିଛି ଦିନ ବାକି ଅଛି। ଜାନୁଆରୀ ୧ରେ ସମଗ୍ର ବିଶ୍ୱରେ ନୂଆ ବର୍ଷ ପାଳନ କରାଯିବ। ନୂଆବର୍ଷକୁ ନେଇ ସାରା ବିଶ୍ୱରେ ବହୁତ ଉତ୍ସାହ ଦେଖାଯାଏ। ଏହି ଦିନ ସବୁ ସ୍ଥାନରେ ଲୋକେ ଧୂମଧାମରେ ସେଲିବ୍ରେସନ କରନ୍ତି। କିନ୍ତୁ ଆପଣ ଜାଣନ୍ତି କି ପୂର୍ବରୁ ଜାନୁଆରୀ ୧ରେ ନୂଆ ବର୍ଷ ପାଳନ କରାଯାଉ ନ ଥିଲା। ଜାନୁଆରୀ ୧ରେ ନୂଆ ବର୍ଷ କେବେ ପାଳନ କେବେ ଆରମ୍ଭ ହେଲା ଆସନ୍ତୁ ଜାଣିବା।
ଜାନୁଆରୀ ୧ରେ ନଆ ବର୍ଷ ପାଳନ କରିବାର ପରମ୍ପରାର ଏକ ପୁରାତନ ଇତିହାସ ରହିଛି। ଏହା ଗ୍ରେଗୋରିଆନ କ୍ୟାଲେଣ୍ଡର ଅନୁଯାୟୀ ୧୫ ଶତାବ୍ଦୀରେ ୧୫୮୨ ଅକ୍ଟୋବରରେ ଆରମ୍ଭ ହୋଇଥିଲା। ଏହି ତାରିଖ ପୂର୍ବରୁ ଜୁଲିୟାନ କ୍ୟାଲେଣ୍ଡର ସମଗ୍ର ବିଶ୍ୱରେ ଅନୁସରଣ କରାଯାଇଥିଲା। ସେଠାରେ ମାତ୍ର ୧୦ ମାସ ଥିଲା ଏବଂ କେବଳ ଖ୍ରୀଷ୍ଟମାସ ଦିନ ନୂଆ ବର୍ଷ ପାଳନ କରାଯାଇଥିଲା। କିନ୍ତୁ ଏହା ପରେ ଜଣେ ଆମେରିକୀୟ ଚିକିତ୍ସକ ଆଲୋଏସିୟସ ଲିଲିୟସ ବିଶ୍ୱକୁ ଏକ ନୂତନ କ୍ୟାଲେଣ୍ଡର ଦେଇଥିଲେ। ଏହାକୁ ଗ୍ରେଗୋରିଆନ କ୍ୟାଲେଣ୍ଡର କୁହାଯାଉଥିଲା, ଯେଉଁଥିରେ ବର୍ଷର ପ୍ରଥମ ଦିନ ଜାନୁଆରୀ ୧ ଭାବରେ ବିବେଚନା କରାଯାଉଥିଲା ଏବଂ ସେହି ଦିନଠାରୁ ଜାନୁଆରୀ ୧ରେ ନୂତନ ବର୍ଷ ପାଳନ କରିବାର ପରମ୍ପରା ଚାଲିଆସୁଛି।
ପଞ୍ଚଦଶ ଶତାବ୍ଦୀ ପୂର୍ବରୁ ମାର୍ଚ୍ଚକୁ ବର୍ଷର ପ୍ରଥମ ମାସ ଭାବରେ ବିବେଚନା କରାଯାଉଥିଲା। ଏହାପୂର୍ବରୁ ୨୫ ମାର୍ଚ୍ଚ କିମ୍ବା ୨୫ ଡିସେମ୍ବରରେ ନୂତନ ବର୍ଷ ପାଳନ କରାଯାଇଥିଲା। ରୋମର ପ୍ରଥମ ରାଜା ନୁମା ପମ୍ପେଲିସ ରୋମାନ କ୍ୟାଲେଣ୍ଡରକୁ ବଦଳାଇ ୨ ମାସ ଯୋଡିଥିଲେ। ତା’ପରେ ସେହି ଦିନ ଜାନୁଆରୀ ବର୍ଷର ପ୍ରଥମ ମାସ ଭାବରେ ବିବେଚନା କରାଯିବା ଆରମ୍ଭ କଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri