ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ ଶ୍ରମିକମାନେ ଦାଦନ ଖଟିବା ପାଇଁ କାଣ୍ଡେଲ ରୋଡ ଷ୍ଟେଶନରେ ଟ୍ରେନକୁ ଅପେକ୍ଷା କରି ରହିଥିବା ଦୃଶ୍ୟ ସାମ୍ନାକୁ ଆସିଛି ।

ବର୍ତ୍ତମାନ୍ ରବି ଋତୁ ପାଇଁ ସମୟ ଆସିଛି । ରାଜ୍ୟର ସମ୍ବଲପୁର, ବରଗଡ଼ ଜିଲାରେ ଧାନ ରୁଆ ପାଇଁ ଶ୍ରମିକର ଆବଶ୍ୟକତା ପଡୁଛି । ଦଲାଲ ମାଧ୍ୟମରେ ନିରୀହ ଗରିବ ଶ୍ରମିକଙ୍କୁ ପ୍ରଲୋଭନ ଦେଖାଇ ଦାଦନ ଖଟିବାକୁ ଦୈନିକ କାଣ୍ଡେଲ୍ ଓ କେସିଙ୍ଗା, କଣ୍ଟାବାଞ୍ଜି ରେଳ ଷ୍ଟଶନରେ ଦେଖିବାକୁ ମିଳୁଛି । ଶ୍ରମିକମାନେ ନିଜ ପରିବାରକୁୁ ସାଙ୍ଗରେ ନେଇ ଦାଦନ ଖଟିବାକୁ ଯାଉଛନ୍ତି । ଜିଲା ଶ୍ରମ ଅଧିକାରୀ ଏଥି ପ୍ରତି ଦୃଷ୍ଟି ଦେବା କଥା ବୋଲି ସାଧାରଣରେ ଦାବି ହେଉଛି । କିନ୍ତୁ ରାଜ୍ୟ ସରକାର ଦାଦନ ସମସ୍ୟାକୁ ରୋକିବାକୁ ଡିଣ୍ଡିମ ପିଟୁଥିବା ବେଳେ ଦୈନିକ ଦାଦନ ଖଟି ଯାଉଛନ୍ତି ।

କଳାହାଣ୍ଡି ଜିଲାର ଗୋଲାମୁଣ୍ଡା, କୋକସରା, ଜୟପାଟଣା, କେସିଙ୍ଗା, କାର୍ଲାମୁଣ୍ଡା, ଏମ.ରାମପୁର ଆଦି ବ୍ଲକରୁ କେସିଙ୍ଗା ରେଳ ଷ୍ଟେସନରୁ ରାଜ୍ୟ ବାହର ଯାଥା ବିଶାଖାାଟଣା, ହାଇଦ୍ରାବାଦ, ଦିଲ୍ଲୀ, କର୍ଣ୍ଣାଟକ, ଚେନ୍ନାଇ ଆଦି ବାହର ରାଜ୍ୟକୁ ଦାଦନ ଖଟି ଯାଇ ଶ୍ରମିକମାନେ ସୁରକ୍ଷିତ ଭାବେ ଘରକୁ ଫେରୁ ନାହାନ୍ତି । ଅନେକ ଶ୍ରମିକ ଦାଦନ ଖଟି ଦଲାଲଙ୍କ ଦ୍ଵାରା ଓ ମାଲିକମାନେ ନିର୍ଯାତନାର ଶିକାର ହେଉଛନ୍ତି । ଦାଦନ ଶ୍ରମିକମାନେ ବାହାର ରାଜ୍ୟରେ ସୁରକ୍ଷିତ ଭାବେ ରହି ପାରୁ ନାହାନ୍ତି । ଶ୍ରମିକମାନେ ନିର୍ଯାତନାର ଶିକାର ହୋଇ ମୃତ୍ୟୁମୁଖରେ ସମ୍ମୁଖୀନ ହେଉଛନ୍ତି । ଏଥି ପ୍ରତି ଜିଲା ଶ୍ରମ ବିଭାଗ ଦୃଷ୍ଟି ଦେବା ପାଇଁ ଜନସାଧାରଣରେ ଦାବି ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri