Posted inଜାତୀୟ

ଚାଇନା ଦଖଲରୁ ଜାଗା କେବେ ଫେରିବ

ହିସୁଆ, ୨୪ା୧୦: ବିହାରରେ ପ୍ରଚାର ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧା ଟାର୍ଗେଟ କରିଛନ୍ତି। ଲଦାଖରେ ଚାଇନା ଜୋର୍‌ଜବରଦସ୍ତ ଭାରତର ଜାଗାକୁ ମାଡ଼ିବସିଛି। କିନ୍ତୁ ପ୍ରଧାନମନ୍ତ୍ରୀ କେହି ଆମ ଜାଗା ନେଇନାହାନ୍ତି ବୋଲି କହୁଛନ୍ତି। ଏହା ଦେଶର ସୁରକ୍ଷା ଲାଗି ନିୟୋଜିତ ଯବାନଙ୍କ ପ୍ରତି ଅପମାନ ବୋଲି ରାହୁଲ କହିଛନ୍ତି। ଚାଇନା ଭାରତର ୧,୨୦୦ କି.ମି. ମାଡ଼ିବସିଛି। କେବେ ଚାଇନା ସୈନ୍ୟ ସେଠାରୁ ହଟିବେ ଓ ଭାରତ ଉକ୍ତ ଅଞ୍ଚଳ ଫେରିପାଇବ ବୋଲି ବିହାର ରାଲିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି। ମହାମାରୀ କରୋନା କାଳରେ ବାହାର ରାଜ୍ୟରେ ଥିବା ବିହାରବାସୀ ଭୋକ ଉପାସରେ ରହି ଫେରି ବାକୁ ବ୍ୟାକୁଳ ହେଉଥିବାବେଳେ ପ୍ରଧାନମନ୍ତ୍ରୀ କିଛି ସହଯୋଗ କରି ନଥିବା ରାହୁଲ ଅଭିଯୋଗ କରିଛନ୍ତି। ସେମାନଙ୍କ ସମସ୍ୟା କଥା ନ କହିବା ଭଲ। ରାଜ୍ୟରେ ବେକାର ସମସ୍ୟା ବଢ଼ିଚାଲିଛି। ଲୋକଙ୍କୁ ଏଠାରେ ନିଯୁକ୍ତି ମିଳିପାରୁ ନାହିଁ। ଏଭଳି ସ୍ଥିତିରେ ଲୋକଙ୍କୁ ସ୍ବପ୍ନ ଦେଖାଯିବା ଠିକ୍‌ ନୁହେଁ ବୋଲି ରାହୁଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri