ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ସେହିଦିନ ୨.୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସେ ସିଧା ରାଜଭବନ ଯିବେ। ପରେ ରାଜଭବନରୁ ବାହାରି ସିଧା ଜନତା ମଇଦାନ ଯିବେ ମୋଦି। ସେଠାରେ ସେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri