Posted inଜାତୀୟ

ସାଧାରଣ ଜନତାଙ୍କ ପାଇଁ କେବେ ଖୋଲିବ ରାମ ମନ୍ଦିର? କେତେ ରହିବ ପ୍ରବେଶ ଶୁଳ୍କ

ଅଯୋଧ୍ୟା,୨୨।୧: ସୋମବାର ଅର୍ଥାତ୍‌ ୨୨ ଜାନୁଆରୀ ୨୦୨୪ରେ ଅଯୋଧ୍ୟାରେ ଏକ ବିଶାଳ ରାମ ମନ୍ଦିର ଉଦଘାଟନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଦେଶ ତଥା ବିଶ୍ୱର ଅଧିକାଂଶ ବଡ ବ୍ୟକ୍ତିତ୍ୱ ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେଇଛନ୍ତି। ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଅନୁଯାୟୀ, ପ୍ରାଣ ପ୍ରତିଷ୍ଠା ହେବା ପରେ ଭକ୍ତଙ୍କ ପାଇଁ ରାମ ମନ୍ଦିର ଖୋଲାଯିବ। ଏଭଳି ପରିସ୍ଥିତିରେ ବଡ ପ୍ରଶ୍ନ ହେଉଛି ଦେଶର ସାଧାରଣ ଜନତା କେବେ ତାଙ୍କ ପ୍ରିୟ ଶ୍ରୀ ରାମଙ୍କ ଦର୍ଶନ ପାଇ ପାରିବେ? ଏବଂ ଏଥିପାଇଁ ଦେୟ କ’ଣ ହେବ? ଏହା ବ୍ୟତୀତ ଆରତୀର ସମୟ କ’ଣ ହେବ? ଏମିତି ଅନେକ ପ୍ରଶ୍ନ ଏବେ ଭକ୍ତଙ୍କ ମନରେ ଉଙ୍କି ମାରିଛି।
ସୂଚନାଯୋଗ୍ୟ, ରାମ ମନ୍ଦିରର ପରିଚାଳନା ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟଙ୍କ ହାତରେ ଅଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ଗଠନ କରିଥିବା ଟ୍ରଷ୍ଟ ମଧ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଉପରେ ନଜର ରଖିଛି। ସାଧାରଣ ଲୋକଙ୍କ ପାଇଁ ରାମ ମନ୍ଦିର ଖୋଲିବା ବିଷୟରେ, ସୋମବାର ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବା ପରେ ଯଥା ୨୨ ଜାନୁଆରୀରେ ଆସନ୍ତାକାଲି ଅର୍ଥାତ୍‌ ୨୩ ଜାନୁଆରୀରୁ ସାଧାରଣ ଭକ୍ତଙ୍କ ପାଇଁ ଏହି ମନ୍ଦିର ଖୋଲାଯିବ। ଅର୍ଥାତ୍‌ ଜାନୁୟାରୀ ୨୩ରୁ ଦେଶବାସୀ ଅଯୋଧ୍ୟାରେ ପହଞ୍ଚି ରାମଲାଲାଙ୍କ ଦର୍ଶନ ପାଇପାରିବେ। ଟ୍ରଷ୍ଟରୁ ମିଳିଥିବା ସୂଚନା ଅନୁଯାୟୀ, ଜାନୁଆରୀ ୨୨ରେ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ କାରିବାକୁ କୌଣସି ବ୍ୟବସ୍ଥା କରାଯାଇ ନାହିଁ, କିନ୍ତୁ ପରଦିନ ସମସ୍ତଙ୍କ ପାଇଁ ମନ୍ଦିରର ଦ୍ୱାର ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri