ଚାଉଳ ସହ ଗହମ ମିଳିବା ନେଇ ମନ୍ତ୍ରୀ କହିଲେ କେନ୍ଦ୍ରକୁ ଚିଠି ଲେଖିଛୁ, ମଞ୍ଜୁରୀ ମିଳିଛି, ହେଲେ…

ଭୁବନେଶ୍ୱର,୨ା୪: କେବେ ସୁଦ୍ଧା ଗହମ ସହ ଚାଉଳ ଦିଆଯିବ ପ୍ରଶ୍ନରେ ବୁଧବାର ଗୃହରେ ଉତ୍ତର ରଖିଛନ୍ତି ଯେଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଚାଉଳ ସହ ଗହମ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲୁ, ତାକୁ ମଞ୍ଜୁରୀ ବି ମିଳିଛି। ହେଲେ ପରିବହନ ସୁବିଧା ନ ଥିବାରୁ ଗହମ ଆସିପାରୁନି ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି ଧାନକିଣାକୁ ନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ ମେଟ୍ରିକ ଧାନ ଅଧିକ କିଣାହୋଇଛି। ପ୍ରତ୍ୟେକ ବର୍ଷ ୧୬ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ FCI ନିଏ। ଏଥର ଅଧିକ ୨୦ ଲକ୍ଷ ମେଟ୍ରିକ ଟନ୍‌ ଧାନ ନେବାକୁ ରାଜି ହୋଇଛନ୍ତି।ଚଳିତ ବର୍ଷ ମୋଟ ୪୬ ଲକ୍ଷ ମେଟ୍ରିକ ଟନ ଚାଉଳ ନେବ FCI। ତା’ପରେ ବି ୧୫ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ବଳକା ରହୁଛି। ୧୦ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ରଖିବାକୁ ଗୋଦାମ କରୁଛୁ। ବଳକା ଚାଉଳକୁ ମଧ୍ୟ ଫ୍ରି’ ସେଲ କରିବାକୁ ବ୍ୟବସ୍ଥା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।

ଗୁଜରାଟ ଏବଂ ଦିଲ୍ଲୀ ମଡେଲରେ ଓଡ଼ିଶାରେ ପୋଷଣ କେନ୍ଦ୍ର ଖୋଲାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ପ୍ରତି ପଞ୍ଚାୟତରେ ଖୋଲିବ ପୋଷଣ କେନ୍ଦ୍ର ଖୋଲାଯିବ। ଆସନ୍ତା ୩ ମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବ। ସବ୍‌ସିଡିରେ ଗହମ, ଡାଲି, ଚିନି, ଚାଉଳ ଆଦି ଲୋକଙ୍କୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri