କେବେ କରିବେ ବିବାହ? ଜାଣନ୍ତୁ କ’ଣ କହିଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ବହୁ ପ୍ରତିଭାବାନ ଅଭିନେତାଙ୍କ ତାଲିକାରେ ଯୋଡି ହୋଇଛନ୍ତି। ଡିସେମ୍ବର ୨ରେ ରିଲିଜ୍‌ ହୋଇଥିବା କାର୍ତ୍ତିକଙ୍କ ନୂଆ ଫିଲ୍ମ ‘ଫ୍ରେଡି’ ସଫଳତା ଏବଂ ଲୋକପ୍ରିୟତା ଯୋଗୁ ଅଭିନେତା ଭାରତର ଅନ୍ୟତମ ବିଶ୍ୱସ୍ତ ଅଭିନେତା ହୋଇପାରିଛନ୍ତି। କାର୍ତ୍ତିକ ବର୍ତ୍ତମାନ ତାଙ୍କ ଫିଲ୍ମର ସଫଳତାକୁ ଉପଭୋଗ କରୁଛନ୍ତି। ଏହି ଚଳଚ୍ଚିତ୍ରରେ ଅଲିଆ ଏଫ୍‌ ମଧ୍ୟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଏହି ଫିଲ୍ମଟି ଡିସେମ୍ବରରେ ଡିସ୍ନି + ହଟଷ୍ଟାରରେ ପ୍ରିମିୟର ହୋଇଥିଲା। କାର୍ଯ୍ୟ ବ୍ୟତୀତ କାର୍ତ୍ତିକଙ୍କ ବ୍ୟକ୍ତିଗତ ଜୀବନ ମଧ୍ୟ ଲାଇମଲାଇଟରେ ରହିଥାଏ। ନିକଟରେ ଏକ ସାକ୍ଷାତକାରରେ ଅଭିନେତା ତାଙ୍କ ବିବାହ ବିଷୟରେ ମଧ୍ୟ ପ୍ରକାଶ କରିଛନ୍ତି। ଅଭିନେତା କହିଛନ୍ତି, ବର୍ତ୍ତମାନ ସମୟରେ ତାଙ୍କ ପରିବାର ପକ୍ଷରୁ ବିବାହ କରିବାକୁ କୌଣସିି ଚାପ ନାହିଁ। ବିବାହ କରିବା ପୂର୍ବରୁ ତିନିରୁ ଚାରି ବର୍ଷ ପର୍ଯ୍ୟନ୍ତ କାମ କରେ ବୋଲି ମା’ ଚାହୁଁଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ବର୍ତ୍ତମାନ ମଧ୍ୟ ମୋର କାର୍ଯ୍ୟ ଉପରେ ଅଧିକ ଧ୍ୟାନ ଦେଉଛି। ଖୁସିର କଥା କି ବର୍ତ୍ତମାନ ସୁଦ୍ଧା ବିବାହ ପାଇଁ ଚାପ ନାହିଁ। ମୋ ଜୀବନରେ ପ୍ରେମ ପାଇଁ ନିଶ୍ଚିତ ସ୍ଥାନ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri