ଭୋଟ ମାଗିବାକୁ ଗାଁ ଆସିଲେ ମିଳିବ ଠେଙ୍ଗାମାଡ଼: ଭାଜପା ବିଧାୟକଙ୍କୁ ଗ୍ରାମବାସୀଙ୍କ ଜବାବ…

ଡେରାଡୁନ୍‌,୨୦।୫: ଉତ୍ତରାଖଣ୍ଡରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାଜପା ବିଧାୟକ ଦେଶରାଜ କର୍ନଓ୍ବାଲଙ୍କୁ ଝବରେଡ଼ା ଗାଁର ଲୋକେ ଛାଟ ଦେଖାଇଛନ୍ତି। ଦେଶରାଜ ଝବରେଡା ଗାଁକୁ ଉପେକ୍ଷା କରିଥିବା ଅଭିଯୋଗ କରି ଗ୍ରାମବାସୀମାନେ କହିଛନ୍ତି ଯେ, ଆଗାମୀ ନିର୍ବାଚନରେ ଗାଁକୁ ଭୋଟ ମାଗି ଆସିଲେ ମିଳିବ ଠେଙ୍ଗାମାଡ଼। ଦେଶରାଜ ଝେବରେଡା ଗାଁରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଆସିଥିବାବେଳେ ଏଭଳି ଘଟଣା ଘଟିଛି। ଏବେ ଏହାର ୪ ମିନିଟ୍‌ ୮ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ତିହାର ସମେତ ଦିଲ୍ଲୀର ସମସ୍ତ ଜେଲ୍‌ରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୯: ଦିଲ୍ଲୀର ରୋହିଣି କୋର୍ଟରେ ଶୁକ୍ରବାର ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ଗ୍ୟାଙ୍ଗୱାର ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି...

ନିର୍ଯାତନାକୁ ବିରୋଧ କରିବାରୁ ନାବାଳିକାଙ୍କୁ ଗୁଳିକରି ହତ୍ୟା

ଫିରୋଜାବାଦ, ୨୫ା୧୦: ନିର୍ଯାତନାକୁ ବିରୋଧ କରିବାରୁ ଉତ୍ତରପ୍ରଦେଶର ଫିରୋଜାବାଦରେ ଜଣେ ନାବାଳିକା (୧୬)ଙ୍କୁୁ ଗୁଳିକରି ହତ୍ୟା କରାଯାଇଛି। ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ନାବାଳିକା ଇନ୍‌ଷ୍ଟିଚ୍ୟୁଟ୍‌ରୁ ଫେରିବାବେଳେ...

୩ଟା ସୁଦ୍ଧା ୟୁପିରେ ୫୧.୯୩% ମତଦାନ

ଲକ୍ଷ୍ନୋ,୧୪।୨: ପ୍ରଥମ ପର୍ଯ୍ୟାୟ ପରେ ସୋମବାର ଉତ୍ତରପ୍ରଦେଶର ୫୫ ଆସନରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଳିଛି। ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ...

ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍‌ ଟେଷ୍ଟ

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି...

ହଂକଂରେ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ…

ସିଟି ଅଫ୍‌ ଭିକ୍ଟୋରିଆ, ୧୯।୧ : କରୋନାରେ ସଂକ୍ରମିତ ହୋଇଥିବା ପ୍ରାୟ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏକ ଗୃହପାଳିତ...

ନିଟ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଜୀବନ ହାରିଲେ ୩ ଛାତ୍ରୀ

ନୂଆଦିଲ୍ଲୀ,୭।୬: ନିଟ୍‌ (NEET) ପରୀକ୍ଷାରେ ଅକୃତ କାର୍ଯ୍ୟ ହେବାରୁ ଏବେସୁଦ୍ଧା ୩ ଜଣ ଛାତ୍ରୀ ଜୀବନ ହାରିଥିବା ସୂଚନା ମିଳିଛି। ଗୁରୁବାର ତାମିଲନାଡୁର ଭିଲୁପୁରମରେ ୧୮...

ମାଡ୍ରାସ ହାଇକୋର୍ଟଙ୍କ ରାୟ ବିରୋଧୀ ପିଟିଶନ ଖାରଜ କଲେ ସୁପ୍ରିମ୍‌କୋର୍ଟ: ତମାଖୁ ବ୍ୟବସାୟୀଙ୍କୁ ନୋଟିସ ଜାରି…

ନୂଆଦିଲ୍ଲୀ,୪।୩ : ମାଡ୍ରାସ ହାଇକୋର୍ଟଙ୍କ ଆଦେଶ ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ ଏହାର ଜବାବ ମାଗିବାକୁ ସୁପ୍ରିମକୋର୍ଟ ତାମିଲନାଡୁ ସରକାରଙ୍କୁ ନୋଟିସ ଜାରି କରିଛନ୍ତି।...

କରୋନା ମହାମାରୀ ନେଇ ବିଲ୍‌ ଗେଟସ୍‌ଙ୍କ ଚେତାବନୀ: ଆସନ୍ତା ୬ ମାସରେ ସ୍ଥିତି ହୋଇପାରେ ଅଧିକ ସଙ୍କଟ ଜନକ

ଓ୍ବାଶିଂଟନ,୧୪।୧୨: କରୋନା ମହାମାରୀ ନେଇ ମାଇକ୍ରୋସଫ୍ଟ ସହ ସଂସ୍ଥାପକ ବିଲ୍‌ ଗେଟସ୍‌ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୪ରୁ ୬ ମାସ ସମୟ...

Advertisement
Archives

Model This Week