Posted inଫୁରସତ

ଏଥର ଖାଇବା ପାଇଁ ଦରକାର ନାହିଁ ପାତ୍ର, କି ନଷ୍ଟ ହେବନି ପତ୍ର : ବ୍ୟକ୍ତିଙ୍କ ଏହି ଭାଇରାଲ ଭିଡିଓ ଦେଖିଲେ ଆପଣ କହିବେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତିଙ୍କୁ ଖାଉଥିବା ଦେଖିବାକୁ ମିଳୁଛି। ସାଧାରଣତହଃ ଲୋକେ ଖାଇବା ପାଇଁ ଥାଳି କିମ୍ବା କୌଣସି ପାତ୍ର ଖୋଜି ଥାନ୍ତି। ଯଦି ପାତ୍ର ନ ମିଳେ ସେମାନେ ପତ୍ର ଆଣି ସେଥିରେ ଖାଇ ଫୋପାଡି ଥାନ୍ତି। ହେଲେ ବ୍ୟକ୍ତିଙ୍କ ଏପରି ଚିନ୍ତା ଧାରା ଦେଖିଲେ ଆପଣ ବି କହିବେ ନା ଦରକାର ପାତ୍ର ନା ନଷ୍ଟ ହେବ ପତ୍ର। କାରଣ ବ୍ୟକ୍ତି ଜଣଙ୍କ ପାତ୍ରରେ ନୁହେଁ ପତ୍ରରେ ଖାଉଛନ୍ତି। ଆଉ ଖାଇ ସାରିବା ପରେ ସେ ସେହି ପତ୍ରକୁ ଫୋପାଡୁ ନାହାନ୍ତି ସେ ପତ୍ରକୁ ଧୋଇ ଦେଉଛନ୍ତି। ଆଶ୍ଚର୍ଯ୍ୟର କଥା କଦଳୀ ଗଛର ଏହି ପତ୍ରକୁ ସେ ଗଛରୁ କାଟି ନାହାନ୍ତି। ପତ୍ର ଠିକ୍‌ ଗଛରେ ଲାଗିକି ଅଛି ବ୍ୟକ୍ତି ସେଥିରେ ଖାଇ ସାରିବା ପରେ ତାହାକୁ ଧୋଇ ଦେଉଛନ୍ତି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଜଷ୍ଟ ଫର ଫନ୍‌’ । ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri