ଜଣାପଡିଲା କୁଆଡେ ଗଲା ହ୍ୟୁମାନଙ୍କ ସବୁ ଟଙ୍କା? ମିଳିଲା ବଡ଼ ପ୍ରମାଣ…

ଭୁବନେଶ୍ୱର,୨୧।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁ ପରେ ଏବେ ନୂଆ ନୂଆ ତଥ୍ୟ ପ୍ରମାଣ ସାମ୍ନାକୁ ଆସିବାରେ ଲାଗିଛି । ଓଡ଼ିଶାର ଚର୍ଚ୍ଚିତ ତଥା ସବୁଠାରୁ ଲୋକପ୍ରିୟ ଗାୟକ ହ୍ୟୁମାନ ସାଗର ଆଉ ଏ ଦୁନିଆରେ ନାହାନ୍ତି । ନଭେମ୍ବର ୧୭ ତାରିଖରେ ହ୍ୟୁମାନଙ୍କ ପରଲୋକ ଘଟିଥିଲା ।

କିନ୍ତୁ ତାଙ୍କୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ହ୍ୟୁମାନଙ୍କ ଟଙ୍କା ପଇସା କାରବାରକୁ ନେଇ ବଡ଼ ଖୁଲାସା ହୋଇଛି । ହ୍ୟୁମାନଙ୍କ ଅର୍ଥ କାରବାରର ପ୍ରମାଣ ଭାଇରାଲ ହେଉଛି । ମ୍ୟାନେଜର ଦିନେଶଙ୍କ ପାଖକୁ ଯାଉଥିଲା ହ୍ୟୁମାନଙ୍କ ଅର୍ଥ । ହ୍ୟୁମାନ ଯେଉଁଠି ସବୁ ପ୍ରୋଗ୍ରାମ କରୁଥିଲେ ସେସବୁ ଟଙ୍କା ମ୍ୟାନେଜରଙ୍କ ପାଖରେ ରହୁଥିଲା ।୨୦୨୩-୨୪ର କିଛି କାରବାର ଚିତ୍ର ସାମ୍ନାକୁ ଆସିଛି । ହ୍ୟୁମାନ ସାଗରଙ୍କ ମୃତ୍ୟୁ ପରେ ତାଙ୍କ ପଇସା, ବ୍ୟାଙ୍କ ବାଲାନ୍‌ସକୁ ନେଇ ଉଠିଛି ଅନେକ ପ୍ରଶ୍ନ । ତାଙ୍କ ମାଆଙ୍କ ଅଭିଯୋଗ ପରେ, ଏସବୁ ଅଧିକ ଜୋର୍‌ ଧରିଛି ।

କିଛି ଷ୍ଟେଜ୍‌ ଶୋ ଲାଗି ଟଙ୍କା ଦିଆଯାଇଥିବାର ପ୍ରମାଣ ସାମ୍ନାକୁ ଆସିଛି । ଏହି ଟଙ୍କା ଦିଆଯାଇଛି, ହ୍ୟୁମାନ ସାଗରଙ୍କ ମ୍ୟାନେଜରଙ୍କୁ । ଏଥିରେ ହ୍ୟୁମାନଙ୍କ ମ୍ୟାନେଜର ଦିନେଶ ବେହେରାଙ୍କ ନାଁ ଲେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri