Posted inଜାତୀୟ

୧୬ କୋଟି ଚାକିରି ପ୍ରତିଶ୍ରୁତି କୁଆଡ଼େ ଗଲା: ସୁର୍ଜେଓ୍ବାଲା…

ନୂଆଦିଲ୍ଲୀ,୨୨।୧୦ : କେନ୍ଦ୍ର ସରକାରଙ୍କ ନିଯୁକ୍ତି ମେଳାକୁ ନେଇ କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ରଣଦୀପ ସୁର୍ଜେଓ୍ବାଲା କଡ଼ା ସମାଲୋଚନା କରିଛନ୍ତି। ଏହା କେବଳ ନାଟକ ଚାଲିଛି ବୋଲି ସେ ଅଭିଯୋଗ କରିଛନ୍ତି। ପୂର୍ବରୁ ଭାଜପା ସରକାର ୧୬ କୋଟି ନିଯୁକ୍ତି ସୁଯୋଗର ପ୍ରତିଶ୍ରୁତି ଦେଇଥିଲା। ତେବେ ଏହା ଏବେ ପାଣିର ଗାର ପାଲଟିଛି। ପ୍ରତିବର୍ଷ ୨କୋଟି ଯୁବବର୍ଗଙ୍କୁ ନିଯୁକ୍ତି ସୁଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର କହିଥିଲେ। ମାତ୍ର ଗତ ୮ ବର୍ଷ ମଧ୍ୟରେ ଏହା ପୂରଣ ହୋଇ ପାରିନାହିଁ।

ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ମାତ୍ର ୪ଟି ରାଜ୍ୟରେ ପଦଯାତ୍ରା ଶେଷ କରିଛି। ଏହି ସମୟରେ ଲୋକଙ୍କ ସହିତ ଆଲୋଚନାରୁ ଜଣାପଡ଼ିଛି ଯେ, ବେରୋଜଗାରୀ ଦେଶର ସର୍ବବୃହତ ସମସ୍ୟା ଭାବେ ଉଭା ହୋଇଛି। ତେଣୁ କେନ୍ଦ୍ର ସରକାର ଶସ୍ତା ଲୋକପ୍ରିୟତା ଏବଂ ଲୋକଙ୍କୁ ନ ଭୁଲାଇ ରୋଜଗାର ଦେବା ପାଇଁ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ସୁର୍ଜେଓ୍ବାଲା କହିଛନ୍ତି। ସରକାରଙ୍କ ବିଭିନ୍ନ ବିଭାଗରେ ଥିବା ୩ ଲକ୍ଷ ସରକାରୀ ଚାକରି କେବେ ପୂରଣ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri