ରତ୍ନଭଣ୍ଡାର ଚାବି ଗଲା କୁଆଡ଼େ: ନବୀନଙ୍କୁ ଶାହାଙ୍କ ପ୍ରଶ୍ନ

ଚାନ୍ଦବାଲି,୨୮।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରତ୍ନ ଭଣ୍ଡାର ଚାବିକୁ ନେଇ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ ପଚାରୁଛି, ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା। ଡୁପ୍ଲିକେଟ ଚାବି ହୋଇଛି କି ନାହିଁ ନବୀନ ବାବୁଙ୍କୁ ପଚାରୁଛି। ଯାଞ୍ଚ ରିପୋର୍ଟ କାହିଁକି ଚାପିଛନ୍ତି, ବିଜେଡି କାହାକୁ ବଞ୍ଚାଇବାକୁ ଚାହୁଁଛି। ଭାଜପା ସରକାର ଆସିଲେ ମାସକରେ ଯାଞ୍ଚ ରିପୋର୍ଟ ସାର୍ବଜନୀନ ହେବ। ଭାଜପାକୁ ଭୋଟ ଦିଅନ୍ତୁ, ସମୃଦ୍ଧ ଓଡ଼ିଶା ବନାଇବୁ।
ଶାହା ଆହୁରି ମଧ୍ୟ କହିଛନ୍ତି, ତାମିଲ ବାବୁ ଓଡ଼ିଆ ଲୋକଙ୍କୁ ରାମ ଉତ୍ସବରୁ ବାରଣ କଲେ। ପ୍ରଭୁ ଜଗନ୍ନାଥଙ୍କ ସମ୍ମାନ ସହ ଖେଳକୁ ଆଦୌ ବରଦାସ୍ତ କରାଯିବ ନାହିଁ। ଭାଜପା ସରକାରକୁ ଆସିଲେ ଜଗନ୍ନାଥ ପରମ୍ପରା ଅନୁସାରେ ଜଗନ୍ନାଥ ମନ୍ଦିର ଚାଲିବ।

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri