Posted inଜାତୀୟ

ମହାକୁମ୍ଭରେ ୧୦ ଦିନରେ କୁଆଡେ ଏତେ ଟଙ୍କା ରୋଜଗାର କଲେଣି ଭାଇରାଲ ଗର୍ଲ ମୋନାଲିସା, ସତ ଜାଣିଲେ…

ପ୍ରୟାଗରାଜ,୨୭।୧: ମହାକୁମ୍ଭ ୨୦୨୫ ବର୍ତ୍ତମାନ ପ୍ରୟାଗରାଜରେ ଚାଲିଛି । ତେବେ ମହାକୁମ୍ଭକୁ ନେଇ ଯେତିକି ଚର୍ଚ୍ଚା ହେଉଛି ସେତିକି ଚର୍ଚ୍ଚା ହେଉଛି ସେଠାରେ ଇନ୍ଦୋରର ମାଳା ବିକୁଥିବା ଝିଅ ମୋନାଲିସାର। ମହାକୁମ୍ଭରେ ମାଳା ବିକୁଥିବା ଏହି ଝିଅଟିର ନ୍ୟାଚୁରାଲ ବିୟୁଟିକୁ ନେଇ ଏବେ ଅନେକେ ଚର୍ଚ୍ଚା ହେଉଛି। ଯିଏ ଥରେ ତା’ର ବାଦାମୀ ଆଖିକୁ ଦେଖେ, ସେ ତା’ର ନଜର ହଟାଇ ପାରିବ ନାହିଁ। ଏବେ ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ ମୋନାଲିସା ୧୦ ଦିନରେ ବହୁ ଟଙ୍କା ଆୟ କଲେଣି। ଏମିତିକି ଯାହା ଆଶା ନ କରାଯାଏ ସେତିକି ଟଙ୍କା ସେ କୁଆଡେ ରୋଜଗାର କେଲଣି। ହେଲେ ଏହା କେତେ ସତ ତାହା କାହାରିକୁ ଜଣା ନାହିଁ। ଅନେକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦାବି କରାଯାଉଛି ଯେ ମୋନାଲିସା ମହାକୁମ୍ଭରେ ୧୦ଦିନରେ ୧୦ କୋଟି ଟଙ୍କା ରୋଜଗାର କରିଛନ୍ତି। ଯାହା ପରେ ମୋନାଲିସା ନିଜେ ଏ ସମ୍ପର୍କରେ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ‘ଯଦି ମୁଁ ଏତେ ଟଙ୍କା ରୋଜଗାର କରିଥିଲି, ତେବେ ମୁଁ ଏଠାରେ କାହିଁକି ରହିବି ଏବଂ କାହିଁକି ମାଳା ବିକିବି?’ ମୋନାଲିସା ଏହିସବୁ କଥାକୁ ମିଥ୍ୟା ବୋଲି କହିଛନ୍ତି। ସୂଚନାଯୋଗ୍ୟ, ମୋନାଲିସା ମଧ୍ୟପ୍ରଦେଶର ଇନ୍ଦୋରର ବାସିନ୍ଦା। ସେ ଏବଂ ତାଙ୍କ ସମ୍ପୂର୍ଣ୍ଣ ପରିବାର ମହାକୁମ୍ଭରେ ରୁଦ୍ରାକ୍ଷ ଏବଂ ମୁକ୍ତା ହାର ବିକ୍ରି କରୁଛନ୍ତି। କିନ୍ତୁ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ମୋନାଲିସାଙ୍କ ସମସ୍ୟା ବଢ଼ିଯାଇଛି। ଆୟ କରିବା ଅପେକ୍ଷା ସେ ଏବେ ଚର୍ଚ୍ଚାକୁ ଆସି ଅଡୁଆରେ ପଡିଯାଇଥିବା ବି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri