ଗାଁରୁ କେଉଁଆଡ଼େ ଚାଲିଯାଇଛନ୍ତି ୩ ନାବାଳିକା, ଫେରାଇ ଆଣିବା ପାଇଁ ପରିବାର ଲୋକଙ୍କ ଆକୁଳ ନିବେଦନ

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ଚିନାମାଳିପଶି ପଞ୍ଚାୟତ ବଡ଼ ମହୁଲଡିହା ଗ୍ରାମର ୩ ଆଦିବାସୀ ନାବାଳିକା ଗତ ଗୁରୁବାରଠାରୁ ଗାଁରୁ କେଉଁଆଡ଼େ ନିଖୋଜ ହୋଇଛନ୍ତି। ବଡ଼ ମହୁଲଡିହା ଗ୍ରାମର ସମରା ମୁଣ୍ଡାଙ୍କ ଝିଅ ଶିବାନୀ (୧୩), ଦାସ ମୁଣ୍ଡାଙ୍କ ଝିଅ ସୁଭଦ୍ରା (୧୫) ଏବଂ ରାଘବ ମୁଣ୍ଡାଙ୍କ ଝିଅ କୁନି (୧୪) ନିଖୋଜ ହୋଇଛନ୍ତ। ଏନେଇ ପରିବାର ପକ୍ଷରୁ ଘଟଗାଁ ଥାନାର ଦ୍ୱାରସ୍ଥ ହୋଇଥିବା ନେଇ ସମରା ମୁଣ୍ଡା କହିଛନ୍ତି। ତେବେ ପ୍ରଶାସନ ପକ୍ଷରୁ ଏହି ୩ ନିଖୋଜ ନାବାଳିକାଙ୍କୁ ତୁରନ୍ତ ଖୋଜି ଆଣିବା ପାଇଁ ପରିବାର ଲୋକେ ଆକୁଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri