Posted inଜାତୀୟ

ବୋଫର୍ସ-ନ୍ୟାଶନାଲ ହେରାଲ୍ଡ ଦୁର୍ନୀତି ଟଙ୍କା କେଉଁଠି ଲୁଚାଯାଇଛି: ରାହୁଲଙ୍କୁ ହିମନ୍ତଙ୍କ ପ୍ରଶ୍ନ …

ଗୁଆହାଟୀ,୮।୪ : ଆଦାନୀ ମାମଲା ସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶନିବାର ଏକ ସୋସିଆଲ ମିଡିଆ ପୋଷ୍ଟରେ ଶର୍ମା କହିଛନ୍ତି , ଏହା ଆମର ନମ୍ରତା ଯେ ଆମେ ବୋଫର୍ସ ଏବଂ ନ୍ୟାଶନାଲ ହେରାଲ୍ଡ ଦୁର୍ନୀତିର ଆୟକୁ କେଉଁଠାରେ ଲୁଚାଇ ରଖାଯାଇଛି ତାହା କେବେ ପଚାରି ନାହୁଁ। ଆଚ୍ଛା, ଆମେ ଆପଣଙ୍କୁ କୋର୍ଟରେ ଦେଖିବୁ।

ରାହୁଲ ଗାନ୍ଧୀ ଶନିବାର ଏକ ଟୁଇଟ କରି ବିଲିୟନେୟାର ବ୍ୟବସାୟୀ ଗୌତମ ଆଦାନୀଙ୍କ ସମେତ ୬ଜଣ ନେତାଙ୍କୁ ଟାର୍ଗେଟ କରିଥିଲେ। ଗୌତମ ଆଦାନୀ, ଗୁଲାମ ନବୀ ଆଜାଦ, ଜ୍ୟୋତିରାଦିତ୍ୟ ସିନ୍ଧିଆ, କିରଣ କୁମାର ରେଡ୍ଡୀ, ହିମନ୍ତ ବିଶ୍ୱ ଶର୍ମା ଏବଂ ଅନିଲ ଆଣ୍ଟୋନିଙ୍କୁ ଟାର୍ଗେଟ କରି ସେ ନିଜ ଟୁଇଟରେ ଲେଖିଛନ୍ତି, ସେମାନେ ସତ୍ୟକୁ ଲୁଚାନ୍ତି, ତେଣୁ ସେମାନେ ପ୍ରତିଦିନ ଦେଶର ଜନସାଧାରଣଙ୍କୁ ବିଭ୍ରାନ୍ତ କରିବା ଭଳି ମନ୍ତବ୍ୟ ପ୍ରଦାନ କରନ୍ତି। ପ୍ରଶ୍ନ ହେଉଛି ଆଦାନୀଙ୍କ କମ୍ପାନୀରେ କୋଡିଏ ହଜାର କୋଟି ଟଙ୍କା କାହାର । ଏହାର ଜବାବରେ ହିମନ୍ତ ଏଭଳି ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?