ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି। ବିଶେଷକରି ଗ୍ରାମାଞ୍ଚଳର କେତେକ ଟାଙ୍କିରେ ତେଲ ନ ଥିବାରୁ ସମସ୍ୟା ବହୁଗୁଣିତ ହୋଇଛି।

ରାଜ୍ୟର କେନ୍ଦୁଝର, ଭଦ୍ରକ, ସୋର, ତେଲକୋଇ, ବଲାଙ୍ଗୀର, ଯାଜପୁର ସହରରେ ତେଲର ଅଭାବ ଦେଖାଦେଇଥିବାବେଳେ ଭଞ୍ଜନଗର, ରାଉରକେଲା, ନୀଳଗିରି, ପାରାଦୀପରେ ମଧ୍ୟ ତେଲର ସଂକଟ ଦେଖାଦେଇଛି। ଫଳରେ ଗାଡ଼ିଚାଳକମାନେ ତେଲ ଅଭାବ ଯୋଗୁ କାନ୍ଦିଲେଣି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri