Posted inଫୁରସତ

ଏମିତି ଦେଶ, ଯେଉଁଠି ଲୋକେ ଘର କାନ୍ଥରେ ଚାଷ କରନ୍ତି ଫସଲ, ଜାଣନ୍ତୁ ଏହାର ମୂଳ କାରଣ…

ଆଧୁନିକ ଯୁଗରେ ପ୍ରତ୍ୟେକ କ୍ଷେତ୍ରରେ ଟେକ୍ନୋଲୋଜି ବା ପ୍ରଯୁକ୍ତିବିଦ୍ୟା ଯଥେଷ୍ଟ ଅଗ୍ରଗତି କରିଛି। ବିଶେଷକରି କୃଷିକାର୍ଯ୍ୟରେ। ଚାଷକୁ ସହଜ କରିବା ଏବଂ ଶସ୍ୟ ଉତ୍ପାଦନକୁ ସର୍ବାଧିକ କରିବା ପାଇଁ ଆଜିକାଲି ବିଭିନ୍ନ ପ୍ରକାର କୌଶଳ ଗ୍ରହଣ କରାଯାଉଛି।

China's Advancements in Vertical Farming - The Borgen Project

ଯଦି ଆପଣ ଭାବନ୍ତି ଯେ, ଚାଷ କେବଳ ଜମିରେ ସମ୍ଭବ ତାହା ସମ୍ପୂର୍ଣ୍ଣ ଭୁଲ୍‌। ଏପରି ଏକ ଦେଶ ଅଛି, ଯେଉଁଠାରେ କାନ୍ଥରେ ମଧ୍ୟ ବିଭିନ୍ନ ପ୍ରକାରର ଫସଲ ଚାଷ କରାଯାଏ।

ଏଠାରେ ଧାନ ଏବଂ ଗହମ ସହିତ ପନିପରିବା ମଧ୍ୟ କାନ୍ଥରେ ଚାଷ କରାଯାଏ। ଏହି କୌଶଳ ଧିରେ ଧିରେ ସାରା ବିଶ୍ୱରେ ଲୋକପ୍ରିୟ ହେବାରେ ଲାଗିଛି। ଏହି କୌଶଳକୁ ଭର୍ଟିକାଲ ଫାର୍ମିଂ କିମ୍ବା ‘ଓ୍ବାଲ୍‌ ଫାର୍ମିଂ’ କୁହାଯାଏ।

China's Vertical Farming Goes Viral Growing Rice And Vegetables On Walls - Amar Ujala Hindi News Live - Ajab-gajab:इस देश में दीवारों पर खेती करते हैं लोग, धान, गेहूं और उगाते हैं

ଭର୍ଟିକାଲ ଫାର୍ମିଂ ଅର୍ଥାତ୍‌ କାନ୍ଥରେ ଚାଷ କରୁଥିବା ଦେଶର ନାମ ଇସ୍ରାଏଲ। ପ୍ରକୃତରେ ଇସ୍ରାଏଲ ଏବଂ ଅନ୍ୟାନ୍ୟ ଅନେକ ଦେଶରେ ଚାଷଯୋଗ୍ୟ ଜମିର ଏକ ବଡ଼ ଅଭାବ ରହିଛି ଏବଂ ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ସେଠାକାର ଲୋକମାନେ ଭର୍ଟିକାଲ ଫାର୍ମିଂକୁ ଗ୍ରହଣ କରିଛନ୍ତି।

ଇସ୍ରାଏଲ ବ୍ୟତୀତ ଯୁକ୍ତରାଷ୍ଟ୍ର, ୟୁରୋପ ଏବଂ ଚାଇନାରେ ଭର୍ଟିକାଲ୍ ଫାର୍ମିଂ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହି ପ୍ରକାରର ଫାର୍ମିଂର ସବୁଠାରୁ ବଡ଼ ସୁବିଧା ହେଉଛି କାନ୍ଥରେ ଗଛ ଲଗାଇବା ଦ୍ୱାରା ଘର ଭିତରେ ତାପମାତ୍ରା ରୋକାଯାଇଥାଏ। ଏହା ସହିତ ଏହା ଶବ୍ଦ ପ୍ରଦୂଷଣକୁ ମଧ୍ୟ ହ୍ରାସ କରିଥାଏ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri