Posted inଫୁରସତ

ଏମିତି ମନ୍ଦିର, ଯେଉଁଠି ଦେବୀଙ୍କ ପ୍ରତିମାରୁ ବହେ ଝାଳ

ଦୁନିଆ ରହସ୍ୟରେ ପରିପୂର୍ଣ୍ଣ। ଏସବୁ ବିଷୟରେ ଜାଣିବା ପାଇଁ ଲୋକଙ୍କ ମନରେ ସର୍ବଦା ଉତ୍ସୁକତା ରହିଥାଏ। ଅନେକ ରହସ୍ୟରୁ୍‌ ପରଦା ଉଠାଯାଇଥିବାବେଳେ ଅନେକ ରହସ୍ୟ ଅଛି ଯାହା କେବଳ ରହସ୍ୟ ହୋଇ ରହିଯାଇଛି। ଭାରତରେ ଏପରି ଅନେକ ସ୍ଥାନ ଅଛି ଯାହା ରହସ୍ୟଘେରରେ ରହିଛି। ଏହି ସ୍ଥାନଗୁଡିକ ମଧ୍ୟରୁ ଅନେକ ଲୋକଙ୍କ ବିଶ୍ୱାସ ସହିତ ଜଡ଼ିତ। ଭାରତର ଏପରି ଏକ ମନ୍ଦିର ହେଉଛି
ମଧ୍ୟପ୍ରଦେଶର ମା’ କାଳୀ ମନ୍ଦିର।

ଜବଲପୁରରେ ଅବସ୍ଥିତ ଏହି ମନ୍ଦିର ବିଷୟରେ ଲୋକଙ୍କ ମଧ୍ୟରେ ଏକ ବିଶ୍ୱାସ ରହିଛି ଯେ, ଏଠାରେ ମା’ଙ୍କ ପ୍ରତିମାରୁ ଝାଳ ବାହାରୁଛି। ବିଶ୍ୱାସ ଅନୁଯାୟୀ, ମା ଉତ୍ତାପକୁ ସହ୍ୟ କରନ୍ତି ନାହିଁ, ଯେଉଁଥିପାଇଁ ଝାଳ ବାହାରେ। ତେଣୁ ମନ୍ଦିରରେ ସବୁବେଳ ପାଇଁ ଏସି ଲାଗେ। ଏହି ମନ୍ଦିରର ବିଶାଳ ମୂର୍ତ୍ତି ୬୦୦ ବର୍ଷର ପୁରୁଣା ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri