ଲକି ବାମ୍ବୋ କେଉଁଠି ଲଗାଇବେ

ଭାଗ୍ୟଶାଳୀ ତଥା ଶୁଭଫଳ ପ୍ରଦାନକାରୀ ଗଛ ଭାବେ ଲକି ବାମ୍ବୋ ପରିଚିତ। ଏହାକୁ ଘରେ ହେଉ ଅବା କର୍ମକ୍ଷେତ୍ରରେ ରଖିଲେ ଭାଗ୍ୟୋଦୟ ହେବା ସହ ବୈଭବ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି ଗଛକୁ କେଉଁ ସ୍ଥାନରେ ରଖିଲେ କି ଫଳ ମିଳିଥାଏ ଜାଣନ୍ତୁ ସେ ସମ୍ପର୍କରେ…

* ଲକି ବାମ୍ବୋକୁ ଘରର ଯେକୌଣସି ସ୍ଥାନରେ ରଖାଯାଇପାରେ। ଏପରିକି ପତ୍ନୀପତିଙ୍କ ବେଡ୍‌ରୁମ୍‌ରେ ବି। କାରଣ ଏହା ପତ୍ନୀପତିଙ୍କ ଭିତରେ ଭଲପାଇବା ବୃଦ୍ଧି କରିବାରେ ସହାୟକ ହୋଇଥାଏ।

* କ୍ୟାରିୟର୍‌ରେ ସଫଳ ହେବାକୁ ଚାହୁଁଥିଲେ ଷ୍ଟଡିରୁମ୍‌ରେ ବି ଏହାକୁ ରଖିବା ଶୁଭ ହୋଇଥାଏ।

* ପରିବେଶକୁ ସଫାସୁତୁରା ରଖିବାରେ ମଧ୍ୟ ଲକିବାମ୍ବୋ ବେଶ୍‌ ସହାୟକ ହୋଇଥାଏ। ସେଥିପାଇଁ ଏହାକୁ ନାଚୁରାଲ୍‌ ଏୟାର୍‌ ପ୍ୟୁରିଫାୟର୍‌ ବୋଲି କୁହାଯାଇଥାଏ। ତେଣୁ ଏହାକୁ ଘରର ଡ୍ରଇଂ ରୁମ୍‌ ହେଉ ଅବା ଡାଇନିଂ ରୁମ୍‌; ଯେଉଁଠି ଚାହିଁବେ ସେଠି ରଖି ସ୍ବଚ୍ଛ ବାୟୁ ଆରାମରେ ପାଇପାରିବେ।

* ଭାଗ୍ୟଶାଳୀ ବାମ୍ବୋପ୍ଲାଣ୍ଟକୁ ଘରର ପୂର୍ବ ଦିଗରେ ରଖିଲେ ସକାରାତ୍ମକ ଉର୍ଜ୍ଜା ଉତ୍ପନ୍ନ ହୋଇଥାଏ। ଅନ୍ୟପକ୍ଷେ ଏହାକୁ ଦକ୍ଷିଣ-ପୂର୍ବ ଦିଗରେ ରଖିଲେ ଧନପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?