କେଉଁଠି ଲଗାଇବେ ପିତୃପୁରୁଷଙ୍କ ଫଟୋ

ପରିବାରରେ କୌଣସି ବୟୋଜ୍ୟେଷ୍ଠଙ୍କର ସ୍ବର୍ଗବାସ ହୋଇଗଲେ ତାଙ୍କ ସ୍ମୃତିରେ ଆମେ ଘରେ ତାଙ୍କର ଏକ ଫଟୋ ଲଗାଇ ତାହାକୁ ପୂଜା କରିଥାଉ। ଏହାଦ୍ୱାରା ଆମକୁ ତାଙ୍କର ଆଶୀର୍ବାଦ ମିଳିଥାଏ ବୋଲି ବିଶ୍ୱାସ ରହିଛି। କିନ୍ତୁ ଜାଣନ୍ତି କି ବାସ୍ତୁଶାସ୍ତ୍ର ଅନୁଯାୟୀ, ପିତୃପୁରୁଷଙ୍କର ଫଟୋକୁ ଘରେ କେଉଁ ସ୍ଥାନରେ ଲଗାଇବା ଠିକ୍‌ ହେବ। ଜାଣନ୍ତୁ ସେ ସମ୍ପର୍କରେ..

* ଅନେକ ଥର ଦେଖିବାକୁ ମିଳେ, କିଛି ଲୋକ ପିତୃପୁରୁଷଙ୍କର ଫଟୋକୁ ନେଇ ଠାକୁର ଘରେ ରଖି ପୂଜା କରିଥାନ୍ତି। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଠାକୁର ଘରେ ପିତୃପୁରୁଷଙ୍କ ଫଟୋ ରଖି ପୂଜା କରିବା ଆଦୌ ଶୁଭଙ୍କର ନୁହେଁ। ଏହାଦ୍ୱାରା ଘରେ ଅନେକ ସମସ୍ୟା ଉପୁଜିଥାଏ ବୋଲି ବିଶ୍ୱାସ ରହିଛି।

* ଘରର ଉତ୍ତର ଏବଂ ପୂର୍ବ ଦିଗ ଯେହେତୁ ଦେବଦେବୀଙ୍କର ରହିବା ସ୍ଥାନ ହୋଇଥାଏ, ତେଣୁ ଏହି ଦୁଇ ଦିଗରେ ପିତୃପୁରୁଷଙ୍କ ଫଟୋ ଲଗାଇବା ମଧ୍ୟ ଉଚିତ ନୁହେଁ। ଅନ୍ୟପକ୍ଷେ ଆପଣ ଚାହିଁଲେ ଦକ୍ଷିଣ ଏବଂ ପଶ୍ଚିମ ଦିଗରେ ପିତୃପୁରୁଷଙ୍କର ଫଟୋ ଲଗାଇପାରିବେ।

* ସେହିପରି ଶୟନକକ୍ଷ ହେଉ ଅବା ରୋଷେଇ ଘର ଏପରି କି ଶିଡ଼ି ପାଖରେ ମଧ୍ୟ ପିତୃପୁରୁଷଙ୍କ ଫଟୋ ଲଗାଇବା ଠିକ୍‌ ନୁହେଁ। ଏହାଦ୍ୱାରା ଘରେ କଳହ ବଢ଼ିପାରେ ବୋଲି ବିଶ୍ୱାସ କରାଯାଏ। ଅନ୍ୟପକ୍ଷେ ଘରର ଠିକ୍‌ ମଧ୍ୟବର୍ତ୍ତୀ ସ୍ଥାନ, ଏପରି କି ବେଶି ଚଳପ୍ରଚଳ ହେଉଥିବା ସ୍ଥାନରେ ବି ଏହି ଫଟୋ ଲଗାଇବା ଉଚିତ ହେବ ନାହିଁ। ଏହାଦ୍ୱାରା ବାହାର ଲୋକଙ୍କ ନଜର ବାରମ୍ବାର ପିତୃପୁରୁଷଙ୍କ ଫଟୋ ଉପରେ ପଡିବ; ଯଦ୍ଦ୍ବାରା ଘରର ମାନ ସମ୍ମାନ ହାନି ହେବ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

କନ୍ୟା ରାଶିରେ ବୁଧ-ଚନ୍ଦ୍ରଙ୍କ ଏଣ୍ଟ୍ରି: ଆର୍ଥିକ ସମସ୍ୟାରେ ବୁଡିରହିବେ ୩ ରାଶି, ପାଖରୁ ପଳାଇବ ସବୁ ଧନ!

ଭୁବନେଶ୍ୱର: ସେପ୍ଟେମ୍ବର ୧୧ ସନ୍ଧ୍ୟାରେ ଚନ୍ଦ୍ରମା ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିରେ ପୂର୍ବରୁ ଅବସ୍ଥାନ କରୁଥିବା ବୁଧ ଗ୍ରହଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?