ଓ୍ବାଟର୍‌ ଫାଉଣ୍ଟେନ୍‌ ରଖିବେ କେଉଁଠି…

ସୁଖ ଶାନ୍ତିରେ ରହିବାକୁ କିଏ ବା ନ ଚାହେଁ। ସେଥିପାଇଁ କିଏ କେତେ ପ୍ରକାରର ପ୍ରୟାସ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଓ୍ବାଟର୍‌ ଫାଉଣ୍ଟେନ୍‌ ରଖିଲେ ବି ଏହାର ଅନେକ ସୁଫଳ ମିଳିଥାଏ। ଆସନ୍ତୁ ଜାଣିବା ଏହାକୁ କେଉଁ ଦିଗରେ ଆଉ କେଉଁ ସ୍ଥାନରେ ରଖିବା ଦରକାର-

* ଯଦି ଘରେ କାହାର ବାରମ୍ବାର ଦେହ ଖରାପ ହେଉଥାଏ କିମ୍ବା ଘରେ ଆର୍ଥିକ ଦୁରବସ୍ଥା ଲାଗି ରହୁଥାଏ, ତା’ହେଲେ ଘରର ବାଲକୋନିରେ ଗୋଟିଏ ଓ୍ବାଟର୍‌ ଫାଉଣ୍ଟେନ୍‌ ଆଣି ରଖିଲେ ଏସବୁ ସମସ୍ୟାର ସମାଧାନ ଶୀଘ୍ର ହୋଇଯାଏ।

* ସେହିପରି ଏହାକୁ ବାଡି ବଗିଚାରେ ମଧ୍ୟ ରଖିପାରିବେ। କିନ୍ତୁ ମନେ ରଖିବେ ଏହାର ପାଣି ବୋହୁ ଥିବାର ଦିଗଟି ଯେମିିତି ଘର ଆଡକୁ ମୁହଁ କରି ରହିଥିବ। ଏମିତି କଲେ ଘରେ ଧନ ବୃଦ୍ଧି ହେଇଥାଏ ବୋଲି ବିଶ୍ୱାସ କରାଯାଏ। ଆଉ ଯଦି ମୁହଁ ବାହାର ଆଡକୁ ରହିଲା ତା’ହେଲେ ପାଣିର ଧାର ବୋହିଗଲା ଭଳି ଘରେ ଅଧିକ ଖର୍ଚ୍ଚ ହୋଇଥାଏ।

*ତା’ଛଡ଼ା ଘର ଭିତରେ ଏହାକୁ ଉତ୍ତର କିମ୍ବା ଦକ୍ଷିଣ-ପୂର୍ବ ଦିଗରେ ରଖିଲେ କ୍ୟାରିୟର୍‌ରେ ଉନ୍ନତି ହେବା ସହ ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ।

*ସେହିପରି ଯଦି ସ୍ଥାନ ଅଭାବ ବା ଆର୍ଥିକ ଦୁରବସ୍ଥା ଯୋଗୁ ଆପଣ ଘରେ ଓ୍ବାଟର୍‌ ଫାଉଣ୍ଟେନ ରଖିପାରୁ ନାହାନ୍ତି, ତା’ହେଲେ ଘରର ଉତ୍ତର-ପୂର୍ବ ଦିଗରେ କୌଣସି ମାଟି ପାତ୍ରରେ କିମ୍ବା ସୁରେଇରେ ପାଣି ଭର୍ତ୍ତି କରି ରଖିଲେ ମଧ୍ୟ ପରିବାର ସଦସ୍ୟଙ୍କର ଭାଗ୍ୟ ବଦଳି ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?