Posted inଫୁରସତ

ଏମିତି ଗାଁ, ଯେଉଁଠି ସମସ୍ତଙ୍କ ଘରେ ଦିଆଯାଏ କେବଳ କଳାରଙ୍ଗ

ସାଧାରଣତଃ ଘରକୁ ସଜାଇବା ପାଇଁ ଲୋକେ ଭିନ୍ନ ଭିନ୍ନ ରଙ୍ଗ ବ୍ୟବହାର କରିଥାନ୍ତି। ମାତ୍ର ଏମିତି ଏକ ଗାଁ ଅଛି, ଯେଉଁଠି ଘର ରଙ୍ଗ କରିବା ପାଇଁ କେବଳ କଳାରଙ୍ଗର ବ୍ୟବହାର କରାଯାଏ। ଛତିଶଗଡ଼ର ଜୟପୁର ଜିଲାସ୍ଥିତ ଏକ ଆଦିବାସୀ ବହୁଳ ଗାଁରେ କେବଳ କଳା ରଙ୍ଗ ଦିଆଯାଇଥିବା ଘର ଦେଖିବାକୁ ମିଳିଥାଏ। ଏହା ପଛରେ କିଛି କାରଣ ମଧ୍ୟ ରହିଛି। ଦୀପାବଳି ପୂର୍ବରୁ ସବୁ ଲୋକ ଘର ରଙ୍ଗ କରିଥାନ୍ତି। ଚଳିତବର୍ଷ ଯଶପୁର ଜିଲାର ଏକ ଆଦିବାସୀ ସମାଜ ପରମ୍ପରା ଅନୁଯାୟୀ କଳା ରଙ୍ଗ ଦେଇଥାନ୍ତି। ଗ୍ରାମୀଣ ଘରର କାନ୍ଥକୁ କଳା ମାଟିରେ ରଙ୍ଗା ଯାଇଥାଏ। ଏଥିପାଇଁ ଗ୍ରାମବାସୀ କୁଟାଜାଳି କଳା ରଙ୍ଗ ପ୍ରସ୍ତୁତ କରିଥାନ୍ତି। କିଛି ଲୋକ ଟାୟାର ଜାଳି ମଧ୍ୟ କଳା ରଙ୍ଗ ପ୍ରସ୍ତୁତ କରିଥାନ୍ତି। ପୂର୍ବରୁ କଳାମାଟି ମିଳୁଥିଲା। ଏଥିରେ ଆଦିବାସୀ ଲୋକେ ଘରଦ୍ୱାର ରଙ୍ଗ କରୁଥିଲେ। ମାତ୍ର ଏବେ କଳାମାଟି ଆଉ ମିଳୁନି। ତେଣୁ ଏମିତି ଉପାୟରେ କଳା ରଙ୍ଗ ପ୍ରସ୍ତୁତ କରୁଛନ୍ତି ଆଦିବାସୀମାନେ। ଘରକୁ ଏମିତି କଳାରଙ୍ଗ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ସମାଜରେ ସମାନତା ଆଣିବା ପାଇଁ ଘରକୁ ସମାନ ରଙ୍ଗ ଦେବା। ଆଉ ଏକ କାରଣ ହେଲା କଳାରଙ୍ଗ ଉପରେ ନଜର କମ୍‌ ଲାଗେ। ଚୋରିରୁ ରକ୍ଷା ପାଇବା ପାଇଁ ଘରକୁ କଳାରଙ୍ଗ କରିଥାନ୍ତି। ଏଥିସହିତ ଆଦିବାସୀମାନେ ନିଜର କଳାକୃତି ଆଙ୍କିବା ପାଇଁ କାନ୍ଥକୁ କଳାରଙ୍ଗ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri