Posted inଖେଳ

କାଲିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଟି-୨୦ ମୁକାବିଲା: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଅହମଦାବାଦ,୧୧।୩: ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ୩-୧ରେ ପରାସ୍ତ କରିବା ପରେ ଭାରତ ଏବେ ଟି-୨୦ ସିରିଜ ଉପରେ ନଜର ରଖିଛି। ଇଂଲଣ୍ଡ ହୁଏତ ଟେଷ୍ଟ ସିରିଜରେ ପରାସ୍ତ ହୋଇଥାଇପାରେ, କିନ୍ତୁ ଫଟାଫଟ କ୍ରିକେଟରେ ଉଭୟ ଦଳ ମଧ୍ୟରେ ରୋଚକ ମୁକାବିଲା ହେବ।
ମ୍ୟାଚ କେବେ ଖେଳାଯିବ?
ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ମାର୍ଚ୍ଚ ୧୨ରୁ ଖେଳାଯିବ। ଇଂଲଣ୍ଡ ହେଉଛି ବିଶ୍ୱର ଏକ ନମ୍ବର ଟି -୨୦ ଟିମ୍‌। ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ୧୪ଟି ମ୍ୟାଚ ମଧ୍ୟରୁ ଇଂଲଣ୍ଡ ୭ ଏବଂ ଭାରତ ୭ଟି ମ୍ୟାଚ୍‌ ଜିତିଛି।
କେଉଁଠାରେ ଖେଳାଯିବ
ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଅନୁଷ୍ଠିତ ହେବ। କେବଳ ପ୍ରଥମ ମ୍ୟାଚ ନୁହେଁ ସମଗ୍ର ଟି -୨୦ ସିରିଜ ମଧ୍ୟ ଏଠାରେ ଖେଳାଯିବ। ଶେଷ ଦୁଇଟି ଟେଷ୍ଟ ମଧ୍ୟ ଏହି ଷ୍ଟାଡିୟମରେ ଖେଳାଯାଇଥିଲା।

ଦିନରାତି ମ୍ୟାଚ ହେତୁ ଟସ ଭାରତୀୟ ସମୟ ସା ୭.୦୦ଟାରେ ପଡିବ। ମ୍ୟାଚ୍‌ ୭.୩୦ରେଆରମ୍ଭ ହେବ। ଷ୍ଟାଡିୟମରେ କରୋନା ପ୍ରୋଟୋକଲ ମାନିବାକୁ ପ୍ରଶଂସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
କେଉଁ ଚ୍ୟାନେଲ ପ୍ରସାରଣ ହେବ?
ଭାରତୀୟ ମାଟିରେ ସମସ୍ତ ମ୍ୟାଚର ପ୍ରସାରଣ ଅଧିକାର ଷ୍ଟାର୍‌ ନେଟୱାର୍କ ପାଇଛି। ତେଣୁ ଏହି ମ୍ୟାଚ ଷ୍ଟାର୍‌ ସ୍ପୋର୍ଟ ୧ HD / SD ଏବଂ ଷ୍ଟାର୍‌ ସ୍ପୋର୍ଟସ ୩ HD / SDରେ ଲାଇଭ ହେବ। ପ୍ରଶଂସକମାନେ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ଲାଇଭ ଆକ୍ସନ ଉପଭୋଗ କରିପାରିବେ। ଡିଜିଟାଲ ମାଧ୍ୟମରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜ୍‌ନି ହଟଷ୍ଟାରରେ ଦେଖିହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri