ରାଜନୀତିରୁ ସନ୍ୟାସ ପରେ ପାଣ୍ଡିଆନ ଏବେ କେଉଁଠି ରହିବେ, ହେଉଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ରାଜନୀତିରୁ ଅବସର ନେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌। ରବିବାର ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରି ବିଜେଡିରୁ ଅବସର ନେଉଥିବା ଘୋଷଣା କରିବା ସହ ହାତ ଯୋଡି ବିଜେଡି କର୍ମକର୍ତ୍ତାଙ୍କୁ ଭୁଲ ମାଗିଛନ୍ତି ।

ସେ କହିଛନ୍ତି, ‘ମୁଁ ଗୋଟିଏ ଛୋଟ ଗାଁ ଓ ଭଲ ପରିବାରରୁ ଆସିଛି। ସବୁବେଳେ ଲୋକଙ୍କ ପାଇଁ କାମ କରିଛି। ୧୨ବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଯୋଗ ଦେଇଥିଲି। ନବୀନଙ୍କୁ ସହାୟତା କରିବାକୁ ରାଜନୀତିକୁ ଓହ୍ଲାଇଥିଲି। ମୁଖ୍ୟମନ୍ତ୍ରୀଙ୍କ ପାଖରେ କାମ କରି ଅନେକ କିଛି ଶିଖିଛି। ମହାପ୍ରଭୁଙ୍କ କୃପାରୁ ଲୋକସେବାରେ ସଫଳ ହୋଇଛି।

ପୈତୃକ ସମ୍ପତ୍ତି ଛଡ଼ା ଅନ୍ୟ କେଉଁଠି ସମ୍ପତ୍ତି ନାହିଁ। ଚାକିରିର ୨୪ ବର୍ଷ ପରେ ମଧ୍ୟ ସେତିକି ହିଁ ସମ୍ପତ୍ତି ଅଛି। ମୋ ପ୍ରଚାର ଯୋଗୁ ଯଦି ବିଜେଡିକୁ କ୍ଷତି ପହଞ୍ଚିଛି, ସେଥିପାଇଁ ଦୁଃଖିତ। ମେଣ୍ଟରଙ୍କୁ ସହାୟତା ପାଇଁ ମୁଁ ଅବସର ନେଇ ବିଜେଡିରେ ମିଶିଥିଲି। ମୋ ଗୁରୁ ନବୀନ, ମୋ ନିଶ୍ବାସରେ ନବୀନ ପଟ୍ଟନାୟକ ହିଁ ରହିବେ ବୋଲି ପାଣ୍ଡିଆନ କହିଛନ୍ତି।

ଏସବୁ ମଧ୍ୟରେ ଏବ ଚର୍ଚ୍ଚା ହେଉଛି ପାଣ୍ଡିଆନ ଏବେ ରହିବେ କେଉଁଠି। କରିବେ କ’ଣ। ଓଡ଼ିଶାରେ ରହିବେ ନା ତାମିଲନାଡୁ ପଳାଇବେ। ଏସବୁ ଚର୍ଚ୍ଚା ମଧ୍ୟରେ ପାଣ୍ଡିଆନ ଏହାକୁ ନେଇ କିଛି କହିନାହାନ୍ତି। ଅନ୍ୟପଟେ, ଆଜି ତାଙ୍କ ଭୁବନେଶ୍ୱର ୟୁନିଟ ୬ରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ କରାଯାଇଥିବା ବ୍ୟାରିକେଡକୁ ହଟାଇ ଦିଆଯାଇଛି। ବିଜେଡି ସରକାର କ୍ଷମତାରେ ଥିବାବେଳେ ପାଣ୍ଡିଆନଙ୍କ ବାସଭନବ କଡ଼ା ସୁରକ୍ଷା ବଳୟ ଭିତରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri