କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି

ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତିକୁ ଘରେ ରଖିଲେ ଶୁଭ ହୁଏ ବୋଲି ବିଶ୍ୱାସ ରହିଛି। ତେବେ ଏହି ମୂର୍ତ୍ତିକୁ ଘରର କେଉଁ ସ୍ଥାନରେ ରଖିଲେ କି ସୁଫଳ ମିଳେ ଜାଣନ୍ତୁ ସେ ସମ୍ପର୍କରେ…
* ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତିକୁ ରଖିବା ପାଇଁ ଘରର ଦକ୍ଷିଣ-ପୂର୍ବ ଦିଗ ହେଉଛି ସବୁଠୁ ଉତ୍ତମ। ଏହି ଦିଗରେ ଉକ୍ତ ମୂର୍ତ୍ତି ରଖିଲେ ପରିବାର ଲୋକଙ୍କର ଆୟରେ ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ ରହିଛି।
* ମୁଖ୍ୟ ପ୍ରବେଶ ଦ୍ୱାର ନିକଟରେ ବି ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତିକୁ ରଖିବା ଶୁଭ ହୋଇଥାଏ। ଏହି ମୂର୍ତ୍ତିକୁ ସେଠାରେ ରଖିଲାବେଳେ ଏହାର ମୁହଁ ପ୍ରବେଶ ଦ୍ୱାର ଆଡକୁ ରଖିବେ। ଘର ମଧ୍ୟକୁ ଆସୁଥିବା ସକାରାତ୍ମକ ଊର୍ଜା ବା ସମୃଦ୍ଧିକୁ ଏହା ସ୍ବାଗତ କରିବା ସହ ତାହାକୁ ବୃଦ୍ଧି କରିବାରେ ସହାୟକ ହୁଏ।
* କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଭିତରେ ସନ୍ତୁଳନ ରକ୍ଷା କରିବା ସହ ଶାନ୍ତିରେ ସମୟ ଅତିବାହିତ କରିବାକୁ ଚାହୁଁଥିଲେ, ଘର, ଅଫିସ୍‌ ରୁମ୍‌ ହେଉ କି ଲିଭିଂ ରୁମ୍‌ରେ ଲାଫିଙ୍ଗ୍‌ ବୁଦ୍ଧ ରଖିବା ଉତ୍ତମ ହୋଇଥାଏ। କାରଣ ଏହି ମୂର୍ତ୍ତିକୁ କିଛି ସମୟ ଚାହିଁଦେଲେ ମାନସିକ ଶାନ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି।
* ଘରର ଲିଭିଂ ରୁମ୍‌; ଯେଉଁଠି ପରିବାର ଲୋକ ଅଧିକାଂଶ ସମୟ ଏକାଠି ବିତାଇଥାନ୍ତି, ସେଠାରେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି ରଖିଲେ ପରିବାର ଲୋକଙ୍କ ଭିତରେ ସମ୍ପର୍କ ଦୃଢ଼ ହେବା ସହ ଭଲ ପାଇବା ବଢ଼ିଥାଏ ବୋଲି ବିଶ୍ୱାସ ରହିଛି।
* ପିଲାଙ୍କ ରୁମ୍‌ର ପ୍ରବେଶ ଦ୍ୱାର ନିକଟରେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି ରଖିଲେ ସେମାନଙ୍କର ସୌଭାଗ୍ୟ ପ୍ରାପ୍ତି ହେବା ସହ ଖରାପ ନଜରରୁ ରକ୍ଷା ମିଳେ।
* ପିଲାଙ୍କ ଷ୍ଟଡି ଟେବୁଲ୍‌ ଉପରେ ଏହି ମୂର୍ତ୍ତି ରଖିଲେ ସେମାନଙ୍କର ପାଠପଢ଼ାରେ ଏକାଗ୍ରତା ବଢ଼େ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri